ଓଜେଏସ୍ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ
ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ!-->…