ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି!-->…
