Odia News Portal
Browsing Tag

political news odisha

ମାର୍ଚ୍ଚ ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଅନ୍‌ଲାଇନ୍‌ ପାଠପଢ଼ା ଆରମ୍ଭ । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଏବଂ ଘରୋଇ ମହାବିଦ୍ୟାଳୟର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟରେ

ଦ୍ୱିପର୍ଯ୍ୟାୟ ଟିକାକରଣ ପାଇଁ ପ୍ରସ୍ତୁତି ଜୋରଦାର

ଭୁବନେଶ୍ବର: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୟସ୍କଙ୍କୁ ଟିକାକରଣ ସଂପର୍କରେ ଘୋଷଣା କରାଯିବା ପରେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି । କିଭଳି ଢଙ୍ଗରେ ଟିକାକରଣ କରାଯିବ, ତାହାର ଏକ ପ୍ଲାନିଂ ପ୍ରସ୍ତୁତ କରିବା ଲାଗି ସବୁ ଜିଲ୍ଲାପାଳ ଓ ୫ମହାନଗର ନିଗମକୁ ଚିଠି

ଅକ୍ଷରଙ୍କ ସ୍ପିନ୍ ଯାଦୁରେ ଆଣ୍ଠେଇଲା ଇଂଲଣ୍ଡ

ଅହମ୍ମଦାବାଦ: ଭାରତ-ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚରେ ଇଂଲଣ୍ଡର ବ୍ୟାଟିଂ ବିପର୍ଯ୍ୟୟ । ପ୍ରଥମ ଇଂନିସ ଶେଷ ସୁଦ୍ଧା ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ପ୍ରଥମ ଇଂନିସରେ ୧୧୨ ରନରେ ଅଲଆଉଟ ହେଲା ଇଂଲଣ୍ଡ । ବିଶ୍ୱର ସବୁଠାରୁ ବଡ ଷ୍ଟାଡିୟମର ପ୍ରଥମ ମ୍ୟାଚରେ ଭାରତର ଚମତ୍କାର ପ୍ରଦର୍ଶନ

ଭଦ୍ରକରେ ଚାଲିଛି ବେଧଡ଼କ ଗୋ ଚାଲାଣ

ଭଦ୍ରକ: ବାହର ରାଜ୍ୟକୁ ବେଆଇନ ଗୋ ଚାଲାଣ ବେଳେ ଏକ ଗୋରୁ ବୋଝେଇ ପିକଅପ୍ ଭ୍ୟାନ ଜବତ ସହିତ ଏଥିରେ ଥିବା ୨୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର । ବଜରଙ୍ଗ ଦଳର କର୍ମୀ ଓ ସ୍ଥାନୀୟ ଲୋକେ ଏହି ଗୋରୁ ବୋଝେଇ ଗାଡି ଜବତ କରି ଭଦ୍ରକ ଟାଉନ ପୋଲିସକୁ ହସ୍ତାନ୍ତର କରିଛନ୍ତି | ସୂଚନା ଅନୁସାରେ, ଭଦ୍ରକରୁ