ବଦଳିଲେ ୧୨ ରାଜ୍ୟର ରାଜ୍ୟପାଳ, ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶ୍ୟାରିଙ୍କ ଇସ୍ତଫା, ବିଶ୍ୱ ଭୂଷଣଙ୍କୁ ଛତିଶଗଡ଼…
ବିଭିନ୍ନ ରାଜ୍ୟର ରାଜ୍ୟପାଳଙ୍କ ଅଦଳବଦଳ କରିଛନ୍ତି କେନ୍ଦ୍ର ସରକାର । ୧୨ଟି ରାଜ୍ୟ ପାଇଁ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି । ଏହାଛଡ଼ା ଲଦାଖ କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ନୂଆ ଉପରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି । ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶ୍ୟାରି ଏବଂ ଲଦାଖ!-->…