ରାଜନୈତିକ ରଙ୍ଗ ଦେଇ ତଦନ୍ତକୁ ବାଟବଣା କରାନଯାଉ:ବିଜେଡି
ଭୁବନେଶ୍ବର () ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକର ଭିଏଲ୍ଡବ୍ଲ୍ୟୁ ମୃତ୍ୟୁ ଘଟଣାର ପୁଲିସ୍ ତଦନ୍ତ ଜୋରଦାର ଭାବେ ଚାଲିଥିବାବେଳେ ବିରୋଧିଦଳ ଗୁଡିକ ଏହାକୁ ରାଜନୈତିକ ରଙ୍ଗ ଦେଇ ତଦନ୍ତକୁ ବାଟବଣା ନକରିବାକୁ ବିଜେଡି ସାଂସଦ ଡକ୍ଟର ସସ୍ମିତ ପାତ୍ର କହିଛନ୍ତି । ଡକ୍ଟର ପାତ୍ର କହିଛନ୍ତି ଯେ…
