ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫ ଦାବି କଲା ବିଜେପି
ଭୁବନେଶ୍ୱର: ବିଚ୍ ରାସ୍ତାରେ ପିଟିଲେ, ବିଜେଡିରୁ ତଡ଼ା ଖାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବାଲୁଗାଁ ବିଜେପି ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ବିଚ୍ ରାସ୍ତାରେ ମାଡ଼ ମାରିବା ପରେ ବିଜେପି ପକ୍ଷରୁ ବିଧାୟକଙ୍କ ବିରୋଧରେ ଜାରି ରହିଛି ବିକ୍ଷୋଭ । ଯଦିଓ ବିଜେଡ଼ିରୁ!-->…