Odia News Portal
Browsing Tag

politics

ବିରୋଧୀଙ୍କୁ କଡ଼ା ଜବାବ ଦେଲା ବିଜେଡି

ଭୁବନେଶ୍ୱର: ନିର୍ବାଚନ ଆସିଲେ ହିଁ ବିରୋଧୀଙ୍କର ନାରୀ ସୁରକ୍ଷା ପ୍ରସଙ୍ଗ ଉଠେ । ଆଉ ନିର୍ବାଚନ ସରିଗଲେ ଏହିକଥାକୁ ଭୁଲି ଯାଆନ୍ତି ବିରୋଧୀ । ଏଭଳି କହି ମମିତା ମେହେର ହତ୍ୟା ମାମଲାରେ ବିରୋଧୀ ବିଜେପି ଓ କଂଗ୍ରେସକୁ କଡା ସମାଲୋଚନା କରିଛି ବିଜେଡି । ପ୍ରେସମିଟ୍ କରି ବିଜେଡି ମୁଖପାତ୍ର…

ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର: ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହେଉଛି ସେମିଫାଇନାଲ ସଦୃଶ । ତେଣୁ ରାଜ୍ୟର ତିନି ପ୍ରମୁଖ ରାଜନୈତିକ ଦଳ ଚେଷ୍ଟା କରିବେ କି ନିର୍ବାଚନ ଜିତିବା ସହ ୨୦୨୪ ଲାଗି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବେ । ତେବେ ପଞ୍ଚାୟତ…

ବିଜେଡିରେ ଯୋଗଦେଲେ ପ୍ରଦୀପ ମାଝି

ନବରଙ୍ଗପୁର: ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝି । ଆଜି ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦେଇଛନ୍ତି । ପ୍ରଦୀପଙ୍କ ସହ ତାଙ୍କର ଶହ ଶହ କର୍ମୀ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ଦଳରେ…

ସମ୍ବିତ ପାତ୍ରଙ୍କ କୁଶପୁତ୍ତଳିକା ଦାହ କଲା ବିଜେଡି

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ସଂସ୍କୃତିକୁ ଅସମ୍ମାନର ପ୍ରତିବାଦ । ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକ ନିକଟରେ ବିଜୁ ଜନତା ଦଳ ପକ୍ଷରୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ କୁଶପୁତ୍ତଳିକା ଦାହ କରାଯାଇଛି । ଏହି ଅବସରରେ ବିଜେଡି ଯୁବ ଓ ଛାତ୍ର ବ୍ୟାପାର ସାଧାରଣ ସମ୍ପାଦକ ପ୍ରଣବ…

ଆସନ୍ତାକାଲି ବିଜେଡିରେ ଯୋଗଦେବେ ପ୍ରଦୀପ ମାଝି

ଭୁବନେଶ୍ୱର: କଂଗ୍ରେସରୁ ଇସ୍ତଫା ଦେଇଥିବା ବରିଷ୍ଠ ନେତା ପ୍ରଦୀପ ମାଝି ଆସନ୍ତାକାଲି ବିଜେଡିରେ ଯୋଗଦେବେ । ନବରଙ୍ଗପୁର ଜିଲ୍ଲାରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭର୍ଚ୍ଚୁଆଲ ମାଧ୍ୟମରେ ଯୋଗଦେବେ । …

ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ସର୍ବ ଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ସର୍ବ ଦଳୀୟ ବୈଠକ । ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପାଢ଼ୀ ବୈଠକ କରିବେ । ପଞ୍ଚାୟତ ନିର୍ବାଚନ ପାଇଁ ବସିବ ସର୍ବଦଳୀୟ ବୈଠକ । ସମସ୍ତ ରାଜନୈତିକ ଦଳ ସହ ସାକ୍ଷାତ କରିବେ ଆଦିତ୍ୟ ପାଢୀ । କେନ୍ଦ୍ର ନିର୍ବାଚନ କମିଶନ ଜାନୁଆରୀ ୨୦୨୧ ସୁଦ୍ଧା ଭୋଟର ଲିଷ୍ଟ ପ୍ରଦାନ…

କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲେ ପ୍ରିୟଙ୍କା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ  କମାଇବା ପରେ ରାଜନୀତି ଜୋର ଧରିଛି। କଂଗ୍ରେସର ନେତ୍ରୀ ପ୍ରିୟଙ୍କା ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ”ଏହି ନିଷ୍ପତ୍ତି ସରକାରଙ୍କ ହୃଦୟରୁ ନୁହଁ ବରଂ ଡରରେ ନିଆଯାଇଛି”। ଆଗାମୀ ଦିନରେ…

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ

ପୂୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଅନୁଗୁଳସ୍ଥିତ ଏକ ହୋଟେଲରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ‌ସେ ଏହି ଘୋଷଣା କରିଛନ୍ତି। ନିଜର ଇସ୍ତଫା ପତ୍ରକୁ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ଶ୍ରୀ ସାହୁ ବିଜେଡି ଛାଡିବା…

ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର : ପିପିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ ହୋଇପଡିଛନ୍ତି । ଅସୁସ୍ଥତା କାରଣରୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆପୋଲୋ ହସ୍ପିଟାଲରେ ଭର୍ତି କରାଯାଇଛି । ଏ ନେଇ ପିସିସି ଉପସଭାପତି ଶ୍ରୀ ଗଣେଶ୍ୱର ବେହେରା ସୂଚନା ପ୍ରଦାନ କରିଛନ୍ତି। ଗତକାଲି କଂଗ୍ରେସର…

ଗର୍ଜିଲା ବିଜେଡି ମହିଳା ମୋର୍ଚ୍ଚା

ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଓ ଏଲପିଜି ସମେତ ଅତ୍ୟାବଶ୍ୟକ ସାମଗ୍ରୀ ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇଛି ବିଜେଡି ମହିଳା ମୋର୍ଚ୍ଚା । ରାଜ୍ୟବ୍ୟାପୀ ଦରବୃଦ୍ଧି ବିରୋଧରେ କେନ୍ଦ୍ର ସରକାରଙ୍କୁ ଦାୟୀ କରାଯାଇ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମସ୍ତ ୧୪୭…