Odia News Portal
Browsing Tag

politics

ଆଜି ଟିଏମସିରେ ଯୋଗ ଦେଇପାରନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ୍‌

କୋଲକାତା: ପଶ୍ଚିମବଙ୍ଗରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଦିଦିଙ୍କ କ୍ରେଜ୍ । ନିକଟରେ ଯାଇଥିବା ସାଧାରଣ ନିର୍ବାଚନରେ ବିଜେପିକୁ ବିପୁଳ ସଂଖ୍ୟାରେ ହରାଇଥିବା ଟିଏମସି ଧିରେ ଧିରେ ଅଧିକ ଶକ୍ତିଶାଳୀ ହେବାକୁ ବସିଲାଣି । ବିରୋଧୀ ଶିବିର ଛାଡ଼ି ଟିଏମସିକୁ ବହୁ ନେତା ପ୍ରତ୍ୟାବର୍ତ୍ତନ କରୁଥିବା

ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଲା ବିଜେପି

ଭୁବନେଶ୍ୱର: ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ମହାଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଛି ବିଜେପି । ଆଜି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏକ ପ୍ରେସମିଟ୍ ଜରିଆରେ ଏଭଳି କହିଛନ୍ତି । ସେ କହିଛନ୍ତି କି, କେନ୍ଦ୍ରୀୟ ଟିମ୍ ରିପୋର୍ଟ ଅନୁଯାୟୀ ବ୍ୟାପକ ଅନିୟମିତତା ହୋଇଛି । ଖୋର୍ଦ୍ଧା

ତ୍ତଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପୁଷ୍କର ସିଂ ଧାମି

ଡେରାଡୁନ୍‌: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଯୁବ ନେତା ପୁଷ୍କର ସିଂ ଧାମି । ଉତ୍ତରାଖଣ୍ଡର ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି । ତାଙ୍କ ମନ୍ତ୍ରୀ ମଣ୍ଡଳର ଦୁଇଜଣ ନେତା ସତପାଲ ମହାମାଜ ଓ ହରକ ସିଂ ଶପଥ ଗ୍ରହଣ କରିଛନ୍ତି । ଏହି

ପୁଷ୍କର ସିଂ ଧାମି ହେବେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ପୁଷ୍କର ଧାମୀ । ୨ଥର ବିଧାୟକ ହୋଇଥିବା ଧାମିଙ୍କୁ ମୁଖ୍ୟମନ୍ତ୍ରୀ କରାଯିବା ନେଇ ଆଜି ବସିଥିବା ବୈଠକରେ ନିଷ୍ପତି ହୋଇଛି । ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବେ । ୨ଥର ନିର୍ବାଚନ ଜିତିଥିବା ବେଳେ ମନ୍ତ୍ରୀ ମଣ୍ଡଳରେ ସ୍ଥାନ

କିଏ ହେବେ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ?

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ, ଏହାର ଚିତ୍ର ଶନିବାର ବିଜେପି ବିଧାୟକ ଦଳ ବୈଠକରେ ସ୍ପଷ୍ଟ ହେବ। ବର୍ତ୍ତମାନର ସମୀକରଣ ହିସାବରେ ବିଧାୟକଙ୍କ ମଧ୍ୟରୁ କାହାକୁ ଜଣେ ମୁଖ୍ୟମନ୍ତ୍ରୀ କରାଯିବା ସୁନିଶ୍ଚିତ। ମୁଖ୍ୟମନ୍ତ୍ରୀ ପଦ ଦୌଡରେ ସର୍ବାଗ୍ରେ ଅଛନ୍ତି

ମହିଳା ବିଜେଡ଼ିର ଉପଦେଷ୍ଟା ହେବା ପରେ କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ: ରାଜ୍ୟ ମହିଳା ବିଜେଡିର ଉପଦେଷ୍ଟା ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କୁ ନିଯୁକ୍ତି ମିଳିଛି । ଏହି ଅବସରରେ ନିଜ ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତରୁ ତାଙ୍କୁ ଶୁଭେଚ୍ଛା ସମ୍ବର୍ଦ୍ଧନା ଦିଆଯାଇଛି । ସେହିପରି ମୁମ୍ବାଇ ପ୍ରବାସୀ ଓଡିଆ ସଙ୍ଗଠନ ପକ୍ଷରୁ

ବିଜେପି ବନାମ ବିଜେଡି ଭାୟା ଚାଷୀ

ଭୁବନେଶ୍ୱର: ଚାଷୀଙ୍କୁ ମୁଖ୍ୟ ଅସ୍ତ୍ର କରି ବିଜେପି ବିଜେଡି ମଧ୍ୟରେ ଦେଖିବାକୁ ମିଳିଛି ମୁହାଁମୁହିଁ ପରିସ୍ଥିତି । ଚାଷୀ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି । ମଣ୍ଡି ଓ ସିଏସଓ ଘେରାଉ କରିବ ବିଜେପି । ଆଜି ଓ ଆସନ୍ତାକାଲି ବିଜେପି ପକ୍ଷରୁ ଘେରାଉ କରାଯିବା ନେଇ ପୂର୍ବରୁ

ସବିତା ରାଉତ ହେଲେ ଯାଜପୁର ଜିଲ୍ଲାର ବିଜେଡ଼ି ମହିଳା ମେର୍ଚ୍ଚା ସଭାପତି

ଭୁବନେଶ୍ୱର: ଆସୁଛି ପଞ୍ଚାୟତ ନିର୍ବାଚନ । ଏହା ପୂର୍ବରୁ ସଜବାଜ ହେଉଛନ୍ତି ସମସ୍ତ ଦଳ । ବିଜେଡ଼ି ତାର ଶିବିର ସଜାଇ ସାରିଲାଣି । ନିକଟରେ ପର୍ଯ୍ୟବେକ୍ଷକମାନଙ୍କୁ ଜିଲ୍ଲାୱାରି ଦାୟିତ୍ୱ ଦିଆଯାଇଥିବା ବେଳେ ମହିଳା କମିଟି ମଧ୍ୟ ଗଠନ ହୋଇ ସାରିଛି । ଏହାରି ଭିତରେ ରାଜ୍ୟ ବିଜେଡ଼ି ସୁପ୍ରିମୋ

ଜଗତସିଂହପୁର ବିଜେପି ଯୁବ ମୋର୍ଚ୍ଚାର ଉପସଭାପତି ହେଲେ ଜଗନ୍ନାଥ ବାରିକ

ଜଗତସିଂହପୁର: ଭାରତୀୟ ଜନତା ପାର୍ଟି ଜଗତସିଂହପୁରର ଯୁବମୋର୍ଚ୍ଚାର ଉପସଭାପତି ହୋଇଛନ୍ତି ଜଗନ୍ନାଥ ବାରିକ । ତାଙ୍କୁ ଏହି ପଦବୀ ଲାଗି ଚୟନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର‌୍ୟ୍ୟ, ଜଗତସିଂହପୁର ଜିଲ୍ଲା ବିଜେପି ସଭାପତି

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ପଞ୍ଚାନନ କାନୁନଗୋ

ଭୁବନେଶ୍ୱର: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସ ନେତା ପଞ୍ଚାନନ କାନନଗୋ । ପୂର୍ବତନ ଅର୍ଥମନ୍ତ୍ରୀ ଅର୍ଥତୀତିକୁ ନେଇ ଉଭୟ ସରକାରଙ୍କୁ ଟାର୍ଗେଟ କରିଥିବା ଦେଖିବାକୁ ମିଳିଛି । ସେ କହିଛନ୍ତି କି, କରୋନାର ଆଳ ନେଇ କେନ୍ଦ୍ର ସରକାର ଓ ରାଜ୍ୟ ସରକାରମାନେ ସରକାରୀ