ଗର୍ଜିଲା ବିଜେଡି ମହିଳା ମୋର୍ଚ୍ଚା
ଭୁବନେଶ୍ୱର: ପେଟ୍ରୋଲ, ଡିଜେଲ ଓ ଏଲପିଜି ସମେତ ଅତ୍ୟାବଶ୍ୟକ ସାମଗ୍ରୀ ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଆଜି ରାସ୍ତାକୁ ଓହ୍ଲାଇଛି ବିଜେଡି ମହିଳା ମୋର୍ଚ୍ଚା । ରାଜ୍ୟବ୍ୟାପୀ ଦରବୃଦ୍ଧି ବିରୋଧରେ କେନ୍ଦ୍ର ସରକାରଙ୍କୁ ଦାୟୀ କରାଯାଇ ପ୍ରତିବାଦ ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମସ୍ତ ୧୪୭!-->…