Odia News Portal
Browsing Tag

politics

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲେ ବିଜେଡି କର୍ମୀ

ଭୁବନେଶ୍ୱର: ଅହେତୁକ ଦରଦାମ ବୃଦ୍ଧିକୁ ନେଇ ଆଜି ବିଜେଡି ପକ୍ଷରୁ ରାଜଧାନୀରେ ଏକ ପ୍ରତିବାଦ ସଭା ଆୟୋିତ ହୋଇଥିଲା । ଭୁବନେଶ୍ୱର ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ପାର୍ଟି ଅଫିସରୁ ଏକ ସାଇକେଲ ରାଲିରେ ବାହାରି ରାଜ ଭବନ ନିକଟରେ…

ପ୍ରେମରେ ପଡ଼ିଲେ ସୁର, ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟଙ୍କ ଗୋଟିଏ ପଦ କଥା ସମସ୍ତଙ୍କ ମନକୁ ଛୁଇଁଥାଏ । ସେ କଟାକ୍ଷ କରନ୍ତୁ ବା ପ୍ରଂଶସା, ତାଙ୍କ କଥା କହିବାର ଶୈଳୀ ମ୍ସ୍ ଓଡ଼ିଶାବାସୀଙ୍କ ମନକୁ ମୋହିଥାଏ । ତେବେ ସୁରଙ୍କ ଏକ ଗୀତ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ…

ପ୍ରତିବାଦ ନାଁରେ ମୁଣ୍ଡ ଫଟେଇଲେ, ୩୨ ବିଜେପି ନେତାଙ୍କ ବିରୋଧରେ ଏତଲା

ବ୍ରହ୍ମପୁର: ପ୍ରତିବାଦ ଛଳରେ ଗୁଣ୍ଡାଗାଜ । ବଢ଼ିଛି ବିଜେପି କର୍ମୀଙ୍କ ଗୁଣ୍ଡରାଜ । ମମିତା ମେହେର ହତ୍ୟା ଘଟଣାରେ ପ୍ରତିବାଦ କରିବା ଲାଗି ଆସିଥିବା ବିଜେପି କର୍ମୀଙ୍କ ଗୁଣ୍ଡାରାଜକୁ ନେଇ ଏବେ ସବୁଠି ଚର୍ଚ୍ଚା । ଗଞ୍ଜାମ ଜିଲ୍ଲା ବିଜେପି ଗତ ୨୮ ତାରିଖରେ ବ୍ରହ୍ମପୁର ଏସପି ଅଫିସ୍ ଘେରାଉ…

କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଅଣ୍ଡମାଡ଼

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରା ଟୋନିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିଛନ୍ତି କଂଗ୍ରେସ କର୍ମୀ । ମୁଣ୍ଡୁଳୀରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଆସୁଥିବା ବେଳେ ଭୁବନେଶ୍ୱର ଏୟାରପୋର୍ଟ ନିକଟରେ ଛାତ୍ର କଂଗ୍ରେସ ପକ୍ଷରୁ ତାଙ୍କ ଗାଡ଼ି ଉପରକୁ…

ଆଜି କେନ୍ଦ୍ର ସରକାରଙ୍କ ବିରୋଧରେ ପ୍ରତିବାଦ କରୁଛି ବିଜେଡି

ଭୁବନେଶ୍ୱର: ଅସହ୍ୟ ଦରଦାମ ବୃଦ୍ଧି ସାଧାରଣ ଖାଉଟିଙ୍କ ଉପରେ ବୋଝ ସଦୃଶ ହୋଇଛି । ଲୋକେ ଆଉ ପନିପରିବା କିଣୁନାହାନ୍ତି । ଖାଇବା ତେଲ ସହ ପେଟ୍ରୋଲ ଡିଜେଲ ବି ମହଙ୍ଗା । ଦରଦାମ ବୃଦ୍ଧି ପାଇଁ କେନ୍ଦ୍ରର ଭୁଲ୍ ନୀତିକୁ ଦାୟୀ କରି ଆଜିଠାରୁ ରାସ୍ତାକୁ ଓହ୍ଲାଇଛି ବିଜେଡି । ଦରଦାମ ବୃଦ୍ଧି…

ବିଜେଡ଼ିର ଗଡ଼ ନୟାଗଡ଼, ଜାଣନ୍ତୁ ରାଜନୀତିର ଭିତିରି କଥା

ଭୁବନେଶ୍ୱର: ରାଜ୍ୟରେ ଶାସକ ଦଳ ବିଜେଡ଼ି ନିଜର ଦବଦବା ଜାରି ରଖିଛି । ନବୀନଙ୍କ ଗୁଗଲୀ ଆଗରେ ବୋଲ୍ଡ ହେଉଛନ୍ତି ବିରୋଧୀ । ତେବେ ନୟାଗଡ଼ ଜିଲ୍ଲାରେ ବିଜେଡ଼ି ବାରମ୍ବାର ବିଜୟ ହୋଇ ଆସୁଛି । ଜିଲ୍ଲାର ୪ଟି ଯାକ ନିର୍ବାଚନ ମଣ୍ଡଳୀରେ ବିଜୟ ବାନା ଉଡ଼ାଇ ଆସୁଛି ବିଜେଡ଼ି । ନେତା ପରିବର୍ତ୍ତନ…

ନଭେମ୍ବର ପହିଲାରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର: ନଭେମ୍ବର ପହିଲାରୁ ଆରମ୍ଭ ହେବ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ୨୦୨୨ ଜାନୁଆରୀ ସୁଦ୍ଧା ଯେଉଁମାନଙ୍କୁ ୧୮ ବର୍ଷ ବୟସ ବା ତଦୁର୍ଦ୍ଧ୍ୱ ବ୍ୟକ୍ତି ସେମାନେ ଏଥିରେ ସାମିଲ ହୋଇ ପାରିବେ । ଯେଉଁ ଯୋଗ୍ୟ ଭୋଟରଙ୍କର ଲିଷ୍ଟରେ ନାଁ ନଥିବ କିମ୍ବା ତ୍ରୁଟି ରହିଥିବ ଅଥବା ଯେଉଁମାନେ…

ଶିଶୁ ଭବନ ଛକରେ ପୋଲିସ-କଂଗ୍ରେସ କର୍ମୀ ମୁହାଁମୁହିଁ

ଭୁବନେଶ୍ୱର: ମମିତା ମେହେରଙ୍କ ହତ୍ୟାକୁ ନେଇ ଏବେ ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଛି । ବିଜେପି ପରେ କଂଗ୍ରେସ ପକ୍ଷରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆଜି ନବୀନ ନିବାସ ଘେରିବା ଲାଗି ଯାଉଥିବାବେଳେ ଶିଶୁ ଭବନ ଛକ ନିକଟରେ ପୋଲିସ କର୍ମୀ କଂଗ୍ରସ କର୍ମକର୍ତ୍ତାଙ୍କୁ ଅଟକାଇଥିଲେ…

ବିଜେଡି ମୁହାଁ ବିରୋଧୀ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶକ୍ତିଶାଳୀ ହେଉଛି ବିଜେଡି । ଶତାଧିକ ବିରୋଧୀ ଦଳ ଛାଡ଼ି ବିଜେଡିରେ ସାମିଲ ହେଉଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିକୁ ଛୁଟୁଛନ୍ତି ବିରୋଧୀ ନେତୃ ମଣ୍ଡଳୀ । ବିଜେଡିର ମିଶ୍ରଣ ପର୍ବ। ଶ୍ରମିକ…

ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି ମୁଖ୍ଯମନ୍ତ୍ରୀ

ଭୁବନେଶ୍ୱର: ମମିତା ହତ୍ୟା ମାମଲା ଓ ମନ୍ତ୍ରୀଙ୍କ ବିବୃତି ନେଇ ବିଜେଡି ପ୍ରତିକ୍ରିୟା ରଖିଛି । ବିରୋଧୀ ଘଟଣାର ରାଜନୀତିକରଣ କରୁଛନ୍ତି ବୋଲି କହିଛନ୍ତି ପ୍ରତାପ ଜେନା । ମନ୍ତ୍ରୀ କହିଛନ୍ତି ଯଦି କିଛି ତଥ୍ୟ ଅଛି କୋର୍ଟ, ପୋଲିସରେ ଦିଅନ୍ତୁ । ସେମାନେ ସେଥିରେ ସନ୍ତୁଷ୍ଟ ନୁହଁନ୍ତି ।…