ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେଇପାରନ୍ତି ମୁଖ୍ଯମନ୍ତ୍ରୀ
ଭୁବନେଶ୍ୱର: ମମିତା ହତ୍ୟା ମାମଲା ଓ ମନ୍ତ୍ରୀଙ୍କ ବିବୃତି ନେଇ ବିଜେଡି ପ୍ରତିକ୍ରିୟା ରଖିଛି । ବିରୋଧୀ ଘଟଣାର ରାଜନୀତିକରଣ କରୁଛନ୍ତି ବୋଲି କହିଛନ୍ତି ପ୍ରତାପ ଜେନା । ମନ୍ତ୍ରୀ କହିଛନ୍ତି ଯଦି କିଛି ତଥ୍ୟ ଅଛି କୋର୍ଟ, ପୋଲିସରେ ଦିଅନ୍ତୁ । ସେମାନେ ସେଥିରେ ସନ୍ତୁଷ୍ଟ ନୁହଁନ୍ତି ।!-->…