ଏଥର ପଞ୍ଚାୟତ ନିର୍ବାଚନର ହେବ ସେଣ୍ଟ୍ରାଲ କାଉଣ୍ଟିଂ
ଭୁବନେଶ୍ୱର : ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ପ୍ରସ୍ତୁତି ପ୍ରସଙ୍ଗରେ ଆଜି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିସନର ଆଦିତ୍ୟ ପ୍ରସାଦ ପାଢ଼ୀ । ସେ କହିଛନ୍ତି ଯେ, କାଲି ଜିଲ୍ଲାପାଳଙ୍କ ସହ ଭିସିରେ ଆଲୋଚନା ହୋଇଛି । ଏଥର ପଞ୍ଚାୟତ ନିର୍ବାଚନର ହେବ!-->…