ପେଟ୍ରୋଲ ପକେଇବାକୁ ହେଲେ ଦବାକୁ ପଡିବ ଏହି ଡକ୍ୟୁମେଣ୍ଟ
					ପେଟ୍ରୋଲ ଭରିବାକୁ ହେଲେ ଏବେ ଦେଖାଇବାକୁ ପଡ଼ିବ ଜରୁରୀ କାଗଜ ପତ୍ର। ଯଦି ଆପଣଙ୍କ ନିକଟରେ ଏହି ଡକ୍ୟୁମେଣ୍ଟ ନାହିଁ, ତେବେ ଆପଣ ଗାଡ଼ିରେ ତେଲ ଭରିପାରିବେ ନାହିଁ। ଏଥିସହ ଆପଣଙ୍କୁ ଜେଲ ଓ ଜରିମାନା ମଧ୍ୟ ହୋଇପାରେ। ଏଭଳି ନିୟମ ଲାଗୁ କରିବାକୁ ଯାଉଛନ୍ତି ଦିଲ୍ଲୀ ସରକାର। ଦେଶର ରାଜଧାନୀ!-->…				
						 
						 
			