Odia News Portal
Browsing Tag

pradeep panigrahi

ଲୋକାଯୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଲୋକାଯୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ସେ ସୁପ୍ରିମକୋର୍ଟରେ ଫୌଜଦାରୀ ମାମଲା ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଅଣାଯାଇଛି । ପ୍ରଦୀପଙ୍କ ପକ୍ଷରୁ କୋର୍ଟରେ ଲଢ଼ୁଛନ୍ତି…

ଜେଲରୁ ମୁକୁଳିଲେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଜେଲରୁ ମୁକୁଳିଛନ୍ତି ପ୍ରଦୀପ ପାଣିଗ୍ରାହୀ । ଠକେଇ ମାମଲାରେ ଜେଲରେ ଥିବା ଗୋପାଳପୁର ବିଧାୟକ ଜେଲରୁ ମୁକୁଳିଛନ୍ତି । ଝାରପଡ଼ା ଜେଲରୁ ଆଜି ମୁକୁଳିଛନ୍ତି ପ୍ରଦୀପ । ୨୦୨୦ ଡିସେମ୍ବର ୩ ତାରିଖରେ ଗିରଫ ହୋଇଥିଲେ ପ୍ରଦୀପ । ଟାଟା କମ୍ପାନୀରେ ଚାକିରୀ କରାଇ ଦେବା ନେଇ ତାଙ୍କ…

ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ୍‌

କଟକ: ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ମିଳିଛି ସର୍ତ୍ତ ମୂଳକ ଜାମିନ୍ । ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ତାଙ୍କୁ ୨ ଲକ୍ଷ ଟଙ୍କା ସହ ଦୁଇଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟରୁ…

ଝାରପଡା ଜେଲ ଫେରିବେ ପ୍ରଦୀପ

ବ୍ରହ୍ମପୁର: ଝାରପଡା ଜେଲ ଫେରିବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ । ପ୍ରଦୀପ ପାଣିଗ୍ରାହୀଙ୍କୁ ଆଜି ଝାରପଡା ଜେଲ ଅଣାଯିବ । ବ୍ରହ୍ମପୁର ଜେଲରୁ ସ୍ୱତନ୍ତ୍ର ଏସକର୍ଟରେ ତାଙ୍କୁ ଭୁବନେଶ୍ୱର ଝାରପଡା ଜେଲକୁ ଆଣିବ ପୋଲିସ । ଏଥିସହ ସୁରକ୍ଷା ଦୃଷ୍ଟିରୁ ପୋଲିସ ଏସକର୍ଟ ପାର୍ଟି ଆଉ ଏକ ଗାଡିରେ…

ଏସଡିଜେଏମ କୋର୍ଟରେ ହାଜର ହେବେ ପ୍ରଦୀପ

ବ୍ରହ୍ମପୁର: ପ୍ରଦୀପ ପାଣିଗ୍ରାହୀଙ୍କୁ ଗୋଟିଏ ଦିନର ଆଶ୍ୱସ୍ତି ପରେ ପୁଣି ବାଜିଲା ଆଇନର ଚାବୁକ । ଆଜି ବ୍ରହ୍ମପୁର ଏସଡିଜେଏମ କୋର୍ଟରେ ହାଜର ହେବେ ଗୋପାଳପୁର ବିଧାୟକ । ଦୁଇ ପୋଲିସ ଅଧିକାରୀ ଓ ଏସକର୍ଟ ଟିମ୍ ଆଜି ଝାରପଡ଼ା ଜେଲ ଯାଇ ପ୍ରଦୀପଙ୍କୁ ବ୍ରହ୍ମପୁର ଆଣୁଛି । କୋର୍ଟରେ ହାଜର ସହ ୩…

କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜାମିନ ଆବେଦନ | କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ । ଆସନ୍ତା ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣୀ ହେବ । ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି । କମ୍ପାନୀରେ ଚାକିରି…