ଆଜି ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ, ଜାଣନ୍ତୁ ବିଶେଷତ୍ୱ
ପୁରୀ() ଆଜି ହେଉଛି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି ଅର୍ଥାତ୍ ଆଜି ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ବଢ଼ିବା ପରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି । କାଷ୍ଠ, ବେତ, କଳାକନା, ଧଳାକନା ଓ…