Odia News Portal
Browsing Tag

pramod bhagat

ପ୍ରମୋଦ ଭଗତଙ୍କୁ ଖେଳରତ୍ନ

ଭୁବନେଶ୍ୱର: ଓଡିଶାର ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ମିଳିଛି । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ଉତ୍ସବରେ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ପାଇଁ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ଜାଭଲିନ…

ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାର ଆନ୍ତର୍ଜାତିକ ଖ୍ୟାତିସଂପନ୍ନ ପାରା ବ୍ୟାଡମିଂଟନ ତାରକା ତଥା ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣପଦକ ବିଜେତା ପ୍ରମୋଦ ଭଗତ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ମନୋନୀତ ହୋଇଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୋଦଙ୍କୁ ଅଭିନନ୍ଦନ…

ଖେଳରତ୍ନ ପାଇଁ ପ୍ରମୋଦ ଭଗତଙ୍କ ନାଁ ସୁପାରିସ୍

ନୂଆଦିଲ୍ଲୀ: ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କ ନାଁ ଖେଳରତ୍ନ ଲାଗି ସୁପାରିସ୍ । ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପାଇଁ ମନୋନୀତ ହେଲେ ୧୧ ଜଣ ଭାରତୀୟ ଖେଳାଳି । ବୁଧବାର ନ୍ୟାସନାଲ ସ୍ପୋଟର୍ସ ଆୱାର୍ଡ କମିଟି ଏହି ୧୧ ଜଣ ଖେଳାଳିଙ୍କ ନାଁ ଖେଳରତ୍ନ ପାଇଁ…

ଜନ୍ମମାଟିରେ ପ୍ରମୋଦ

ବରଗଡ଼: ଗାଁକୁ ଫେରିଛନ୍ତି ପାରାଲିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତ । ବରଗଡ଼ ଜିଲ୍ଲା ଅତାବିରାକୁ ଆସିଛନ୍ତି ପ୍ରମୋଦ । ସ୍ବର୍ଣ୍ଣ ପଦକ ଜିତିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଗସ୍ତ। ପ୍ରମୋଦ ନିଜ ଜନ୍ମମାଟିକୁ ଆସିବା ପରେ ଚାରିଆଡ଼େ ଖୁସିର ଲହରୀ ଖେଳିଯାଇଛି ।…

ଖେଳରତ୍ନ ପାଇଁ ପ୍ରମୋଦଙ୍କ ନାଁ ସୁପାରିଶ

ନୂଆଦିଲ୍ଲୀ: ଓଡ଼ିଶବାସୀଙ୍କ ଲାଗି ଖୁସି ଖବର । ଦେଶର ସର୍ବୋଚ୍ଚ କ୍ରୀଡା ସମ୍ମାନ ମର୍ୟ୍ୟାଦାଜନକ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ପାରାଲିମ୍ପିକ କମିଟି ଅଫ୍ ଇଣ୍ଡିଆ (ପିସିଆଇ) ଟୋକିଓ ଅଲିମ୍ପିକ୍ସ ସ୍ଵର୍ଣ୍ଣପଦକ ବିଜୟୀ ପାରା ବ୍ୟାଡ଼ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ସହ ସୁଟର…

ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରମୋଦ

କେନ୍ଦୁଝର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିବା ପରେ ଓଡ଼ିଶା ଫେରିଛନ୍ତି ପ୍ରମୋଦ ଭଗତ । ଆଜି ସେ ଘଟଗାଁ ମା’ ତାରିଣୀଙ୍କ ଦର୍ଶନ କରିଛନ୍ତି । ରବିବାର ସକାଳେ ଅଲିମ୍ପିକ ସ୍ଵର୍ଣ ବିଜେତା ପ୍ରମୋଦଓ ତାଙ୍କ କୋଚ୍ ଶିବ ପ୍ରଶାଦ ଦାଶ ତାରିଣୀ ମାଆଙ୍କ ଦର୍ଶନ କରିବାକୁ…

ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସଭା । ଏଥିରେ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପୂର୍ବରୁ ଘୋଷଣା…

ଓଡ଼ିଶାରେ ପହଞ୍ଚିଲେ ପ୍ରମୋଦ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ ପାରାଲିମ୍ପିଆନ ପ୍ରମୋଦ ଭଗତ । ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି । ନିକଟରେ ଜାପାନର ରାଜଧାନୀ ଟୋକିଓରେ ଅନୁଷ୍ଠିତ ହୋଇଥିବା ପାରାଲିମ୍ପିକ୍ସରେ ଭାରତ ପକ୍ଷରୁ ସ୍ୱର୍ଣ୍ଣ ପଦକ ଜିତିଥିଲେ ଓଡ଼ିଆ ପୁଅ ପ୍ରମୋଦ…

ପ୍ରମୋଦଙ୍କ ଲାଗି ୬ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗବତଙ୍କ ଲାଗି ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ୬ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କଲେ ରାଜ୍ୟ ସରକାର । ଏହାସହ ଗ୍ରୁପ୍-ଏ ଚାକିରି ମଧ୍ୟ ପ୍ରମୋଦଙ୍କୁ ଦିଆଯିବ ବୋଲି ଘୋଷଣା କରିଛନ୍ତି ସରକାର।…

ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ । ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ । ଫାଇନାଲରେ ବ୍ରିଟେନର ପ୍ରତିଯୋଗୀଙ୍କୁ ହରାଇ ସେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ପ୍ରମୋଦଙ୍କ ଦେଶବାସୀ ସମସ୍ତେ ଶୁଭେଚ୍ଛା ଜଣାଇଛନ୍ତି । ବରଗଡ଼…