Odia News Portal
Browsing Tag

pranab mukharjee

ବାବାଙ୍କ ଶେଷ ଇଚ୍ଛା ପୂରଣ କରିପାରିଲିନି

ମଙ୍ଗଳବାର ଦେଶର ପୂର୍ବ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଜକୀୟ ସମ୍ମାନ ସହ ଲୋଧୀ ଶ୍ମଶାନରେ ପ୍ରଣବ ଦା’ ପଞ୍ଚଭୂତରେ ଲୀନ ହୋଇଛନ୍ତି। ଏହା ପୂର୍ବରୁ ପାର୍ଥିବ ଶରୀରକୁ ଆମ୍ରି ହସ୍ପିଟାଲରୁ ୧୦ ରାଜାଜୀ ମାର୍ଗସ୍ଥିତ ତାଙ୍କ ସରକାରୀ ବାସଭବନରେ ରଖାଯାଇଥିଲା।…

ପରଲୋକରେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ () ପରଲୋକରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ । ମୃତ୍ୟୁ ବେଳକୁ ତାଙ୍କୁ ୮୪ବର୍ଷ ବୟସ ହୋଇଥିଲା । ମସ୍ତିଷ୍କ ଅପରେସନ ପରେ ସେ କୋମାରେ ଥିଲେ । କରୋନାରେ ମଧ୍ୟ ସେ ଆକ୍ରାନ୍ତ ହୋଇଥିଲେ । ତାଙ୍କର ପରଲୋକ ନେଇ ତାଙ୍କର ପୁଅ ଅଭିଜିତ ମୁଖାର୍ଜୀ ସୂଚନା ଦେଇଛନ୍ତି । ପ୍ରଣବ…

କୋମାରେ ପ୍ରଣବ ମୁଖାର୍ଜୀ

ନୂଆଦିଲ୍ଲୀ () ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟରେ ସୁଧାର ହୋଇନି। ଅପରପକ୍ଷେ ସେ ଗଭୀର କୋମାକୁ ଚାଲିଯାଇଥିବା ଦିଲ୍ଲୀ କ୍ୟାଣ୍ଟନମେଣ୍ଟସ୍ଥିତ ଆର୍ମି ରିସର୍ଚ୍ଚ ଏଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ବୁଧବାର ଜାରି ମେଡିକାଲ ବୁଲେଟିନରେ କୁହାଯାଇଛି। ମୁଖାର୍ଜୀ କୋଭିଡ…

ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

ନୂଆଦିଲ୍ଲୀ() ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ଥିବା ଜଣାଯାଇଛି । ତାଙ୍କ ଫୁସଫୁସରେ ସଂକ୍ରମଣ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ବି ପ୍ରଣବ ମୁଖାର୍ଜୀ ଭେଣ୍ଟିଲେଟରରେ ରହିଥିବା ଜଣାଯାଇଛି । ଏକ ସ୍ପେଶାଲିଷ୍ଟ ଡାକ୍ତରୀ ଦଳ ତାଙ୍କ…

ଭେଣ୍ଟିଲେଟରରେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ() ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଏବେ ସେ ଭେଣ୍ଟିଲେଟର  ଅଛନ୍ତି । ପ୍ରଣବ ମୁଖାର୍ଜୀଙ୍କୁ ଆର୍ମୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ କିଛି ଦିନ ତଳେ ତାଙ୍କର ବ୍ରେନ୍…

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ() ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ଦ୍ୱିପହରରେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ପ୍ରଣବ ମୁଖାର୍ଜୀ । ଏହା ସହ ଗତ ୭ଦିନ ମଧ୍ୟରେ ଭେଟିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହା ବ୍ୟତିତ…