Odia News Portal
Browsing Tag

prasant jagadeb

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଳା ଜାମିନ୍

ଭୁବନେଶ୍ୱର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି । ପ୍ରଶାନ୍ତଙ୍କୁ ସର୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ସର୍ତ ରଖିଛନ୍ତି ହାଇକୋର୍ଟ । ଅନ୍ୟାନ୍ୟ ସର୍ତ ରଖି ନିମ୍ନ ଅଦାଲତ ପ୍ରଶାନ୍ତଙ୍କୁ ଜାମିନରେ ଛାଡିବେ । …

ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ । ଜାମିନ ଆବେଦନ ଖାରଜ କଲେ ଏହିଜେ-୧ କୋର୍ଟ । ପ୍ରଶାନ୍ତ ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ସର୍ବସମ୍ମୁଖରେ ମାଡ଼ ମାରିଥିଲେ । ତାଙ୍କ ବିରୋଧରେ ଏସଟି/ଏସଇ ମାମଲା ରୁଜୁ ହୋଇଛି । ତେବେ ସେ ପ୍ରଥମେ ହାଇକୋର୍ଟରେ…

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫ ଦାବି କଲା ବିଜେପି

ଭୁବନେଶ୍ୱର: ବିଚ୍ ରାସ୍ତାରେ ପିଟିଲେ, ବିଜେଡିରୁ ତଡ଼ା ଖାଇଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ବାଲୁଗାଁ ବିଜେପି ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ବିଚ୍ ରାସ୍ତାରେ ମାଡ଼ ମାରିବା ପରେ ବିଜେପି ପକ୍ଷରୁ ବିଧାୟକଙ୍କ ବିରୋଧରେ ଜାରି ରହିଛି ବିକ୍ଷୋଭ । ଯଦିଓ ବିଜେଡ଼ିରୁ…