Odia News Portal
Browsing Tag

prashant jagdev

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୭ ଦିନ ପାଇଁ ଅନ୍ତରୀଣ ଜାମିନ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ । ୭ ଦିନ ପାଇଁ ଜାମିନ ମଂଜୁର କଲେ ହାଇକୋର୍ଟ । ସ୍ୱାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ମିଳିଛି । ୭ ଦିନ ପରେ ପୁଣି ଅଦାଲତରେ ହାଜର ପାଇଁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିର୍ଦ୍ଦେଶ ରହିଛି । ବିଧାୟକ ଜଗଦ୍ଦେବ…

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ

ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଅସୁସ୍ଥ। ବିଳମ୍ବିତ ରାତିରେ ବାଣପୁର ସବଜେଲ୍‌ରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଏନେଇ ଖୋର୍ଦ୍ଧା ଏସ୍‌ପି ଅଲେଖ ଚନ୍ଦ୍ର ପହି ସୂଚନା ଦେଇଛନ୍ତି। ସୂଚନା ଅନୁଯାୟୀ, ଗତକାଲି ମଧ୍ୟରାତ୍ରରେ ସେ ଅସୁସ୍ଥ ଅନୁଭବ କରିଥିଲେ। ବାଣପୁର…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଗିରଫ ହେଲେ ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କଲ ବାଣପୁର ପୋଲିସ । ହସ୍ପିଟାଲରୁ ବାହାରିବା ପରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଚିଲିକା ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଗିରଫ କରାଯାଇଥିବା ନେଇ ସୂଚନା ଦେଇଛନ୍ତି…

ସାରା ରାଜ୍ୟରେ ବିଜେପିର ସତ୍ୟାଗ୍ରହ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ମଡାଇଦେବା ଘଟଣାର ପ୍ରଦିବାଦ କରି ଆଜି ସାରା ରାଜ୍ୟରେ ସତ୍ୟାଗ୍ରହ କରିବ ବିଜେପି । ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ଯେ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଆଚରଣ ନିନ୍ଦନୀୟ । ତାଙ୍କର ଏ ଅମାନୁଷିକ କାଣ୍ଡର…

ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ତୀବ୍ର ନିନ୍ଦା କଲା ବିଜେଡି

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ କାର୍ଯ୍ୟକୁ କଡ଼ା ନିନ୍ଦା କରିଛି ବିଜେଡି। ବାଣପୁରରେ ଗାଡ଼ି ଚଢ଼ାଇବା ଘଟଣା ଉପରେ ପ୍ରତିକ୍ରିୟା ରଖି ବିଜେଡିର ରାଜ୍ୟସଭା ସଦସ୍ୟତଥା ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର କହିଛନ୍ତି, ଚିଲିକା ବିଧାୟକଙ୍କ କାର୍ଯ୍ୟ ଅତି ବୀଭତ୍ସ ଏବଂ ବର୍ବରୋଚିତ। ଏଭଳି…