ବିଜେଡି ସାଂସଦଙ୍କ ପୁଅ ବିଜେପିରେ
ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦଙ୍କ ପୁଅ ରିଷଭ ନନ୍ଦ ଆଜି ଭାରତୀୟ ଜନତା ପାର୍ଟିରେ ଆନୁÂାନିକ ଭାବେ ଯୋଗ ଦେଇଛନ୍ତି । ରାଜ୍ୟ ବିଜେପି କାର୍ଯ୍ୟାଳୟ ଠାରେ ଅନୁÂିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ,ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା, ବିଧାୟକ ଦଳର ନେତା କନକ…