Odia News Portal
Browsing Tag

pratap sarangi

ମନ୍ତ୍ରୀପଦରୁ ଇସ୍ତଫା ଦେଲେ ପ୍ରତାପ ଷଢ଼ଙ୍ଗୀ

ନୂଆଦିଲ୍ଲୀ: ମୋଦିଙ୍କ ମନ୍ତ୍ରିମଣ୍ଡଳ ବିସ୍ତାର ପୂର୍ବରୁ ଅନେକ ମନ୍ତ୍ରୀ ଇସ୍ତଫା ଦେଉଛନ୍ତି । ବାଲେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀରୁ ଲୋକସଭାକୁ ଯାଇ ମନ୍ତ୍ରୀ ହୋଇଥିବା ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଇସ୍ତଫା ଦେଇଛନ୍ତି । ପ୍ରତାପ ଷଡ଼ଙ୍ଗୀ ଲୋକସଭାକୁ ନିର୍ବାଚିତ ହେବା ପରେ ଅଣୁ, କ୍ଷୁଦ୍ର ଓ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ । କୋଭିଡ ଟିକାକେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ବିବାଦକୁ ନେଇ ମୁହଁ ଖୋଲିଛନ୍ତି ପ୍ରତାପ । ସେ କହିଛନ୍ତି ଏଭଳି କାର୍ଯ୍ୟ ଅତ୍ୟନ୍ତ ଗୃଣ୍ୟମାନର । ଟିକାକେନ୍ଦ୍ରରେ ନବୀନଙ୍କ…

ପୋଷ୍ୟ ସ୍କୁଲ ଗ୍ରହଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ମୋ ସ୍କୁଲ ଅଭିଯାନରେ ସରକାରୀ ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଅପିଲ୍ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କେନ୍ଦ୍ର ମନ୍ତ୍ରୀ ସମେତ ହାଇକୋର୍ଟର ବିଚାରପତି ଏବଂ ରାଜ୍ୟର ସବୁ ବିଧାୟକ ଏବଂ ସାଂସଦ ମାନଙ୍କୁ ଅନୁରୋଧ କରି ପତ୍ର…

ପ୍ରତାପଙ୍କ ନାଁରେ ମାମଲା ରୁଜୁ

ବାଲେଶ୍ବର()  ବାଲେଶ୍ବର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ନିର୍ବାଚନୀ ମାମଲା ଦାୟର । ନାମାଙ୍କନ ସମୟରେ ଦାଖଲ ସତ୍ୟପାଠରେ ତଥ୍ୟ ଲୁଚାଇଥିବାରୁ ପ୍ରତାପ ଷଡଙ୍ଗୀଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରାଯାଉ ବୋଲି ଦର୍ଶାଇ ଏହି ମାମଲା ରୁଜୁ…

ମୋଦି ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ପ୍ରତାପ ଷଡ଼ଙ୍ଗୀ

ମୋଦି ମନ୍ତ୍ରିମଣ୍ଡଳରେ ସାମିଲ ହୋଇପାରନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ । ପ୍ରତାପ ଷଡ଼ଙ୍ଗୀଙ୍କୁ ପିଏମଓରୁ ଫୋନ୍ କଲ୍ ଆସିଥିବା ସୂଚନା ମିଳିଛି । ପୂର୍ବରୁ ବିଧାନସଭାକୁ ୨ ଥର ନିର୍ବାଚିତ ହୋଇଥିବା ପ୍ରତାପ ଷଡଙ୍ଗୀ, ପ୍ରଥମ ଥର ପାଇଁ ସଂସଦକୁ ନିର୍ବାଚିତ ହୋଇଛନ୍ତି । ଏବେ ଜାତୀୟ…