Odia News Portal
Browsing Tag

President ramnath kovind

ଲୋକଙ୍କୁ ଦେଖି ବଡଦାଣ୍ଡରେ ଅଟକିଗଲେ ରାଷ୍ଟ୍ରପତି କୋବିନ୍ଦ

ଶ୍ରୀକ୍ଷେତ୍ରରୁ ବିଦାୟ ନେଉଥିଲେ ମହାମହିମ ରାଷ୍ଟ୍ରପତି । ପୁରୀରେ ବିଶ୍ବ ବୈଷ୍ଣବ ସମ୍ମିଳନୀରେ ଯୋଗ ଦେଇ ଫେରୁଥିଲେ । ପୁରୀ ବାସୀ ରାଷ୍ଟ୍ରପତିଙ୍କୁ ଦେଖିବା ପାଇଁ ରାସ୍ତାର ଦୁଇ ପାର୍ଶ୍ୱରେ ଉପସ୍ଥିତ ରହିଥିଲେ । ଫେରିବା ବେଳେ ବଡ଼ଦାଣ୍ଡର ଉଭୟ ପାର୍ଶ୍ବରେ ଲୋକମାନେ ହାତ…

ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି

ପୁରୀ: ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ କୋଣାର୍କ ପହଞ୍ଚିବା ପରେ କଡା ସୁରକ୍ଷା ମଧ୍ୟରେ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ…

‘ହସ୍ପିଟାଲ ଦ୍ୱାରା ପ୍ରତ୍ୟକ୍ଷ ଓ ପରୋକ୍ଷରେ ହେବ ନିଯୁକ୍ତି ସୃଷ୍ଟି’: ରାଷ୍ଟ୍ରପତି

ରାଉରକେଲା: ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲର ଉଦଘାଟନ | ରାଉରକେଲା ଆଇଜିଏଚ ସୁପର ସ୍ପେଶାଲିଟି ହସ୍ପିଟାଲ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୨ଶହ ଶଯ୍ୟା ବିଶିଷ୍ଟ ଡ଼ାକ୍ତରଖାନା ଲୋକାର୍ପିତ ହୋଇଛି । ତେବେ ଏହି ଅବସରରେ ରାଷ୍ଟ୍ରପତି ସମ୍ବୋଧନ କରି କହିଛନ୍ତି,…

ଏନଆଇଟି ସମାବର୍ତ୍ତନ ସମାରୋହରେ ରାଷ୍ଟ୍ରପତି

ରାଉରକେଲା: ରାଉରକେଲାରେ ପହଁଚଛନ୍ତି ରାଷ୍ଟ୍ରପତି । ଭୁବନେଶ୍ୱରରୁ ବିମାନ ଯୋଗେ ଝାରସୁଗୁଡା ବିମାନ ବନ୍ଦରରେ ପହଁଚିବା ପରେ ବାୟୁସେନାର ସ୍ୱତନ୍ତ୍ର ବିମାନରେ ସେଠାରୁ ରାଉରକେଲା ଗସ୍ତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଅବସରରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର…