ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ: ‘ବେଆଇନ ନିଶା କାରବାର ରୋକ’
ରାଜ୍ୟରେ ବେଆଇନ ମାଦକ ଦ୍ରବ୍ୟ ଓ ନିଶାଦ୍ରବ୍ୟ ଚୋରାଚାଲାଣ ରୋକିବା ପାଇଁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଲଗ୍ନ ଅଂଚଳରେ ବେଆଇନ ନିଶାଦ୍ରବ୍ୟ ବିକ୍ରି, ସେବନ ଓ କାରବାର ଯେପରି ନହୁଏ…