Odia News Portal
Browsing Tag

Prime Minister Narendra Modi

ବିଜେପିରେ ସାମିଲ ହେଲେ ମିଥୁନ୍ ଚକ୍ରବର୍ତ୍ତୀ

କୋଲକାତା: କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଂଚିବା ପୂର୍ବରୁ ମିଥୁନ୍ ପଦ୍ମ ଧରିଛନ୍ତି । ଆରଏସଏସ ମୁଖ୍ୟ ମୋହନ ଭାଗବତଙ୍କୁ ମିଥୁନ ଭେଟିବା ପରେ ଯେଉଁ ଆକଳନ କରାଯାଉଥିଲା ତାହା ବାସ୍ତବରେ ପରିଣତ ହୋଇଛି । ରାଜ୍ୟ ବିଜେପି ନେତାମାନେ ଏନେଇ ବାରମ୍ବାର…

ସଂରକ୍ଷଣ ନକଲେ ଇତିହାସ କ୍ଷମା ଦେବନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡ଼ା ମନ୍ତବ୍ୟ | ନୀତି ଆୟୋଗର ଷଷ୍ଠ ବୈଠକରେ ଯୋଗଦେଇ କଡା ମନ୍ତବ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି- ଗଣତନ୍ତ୍ରରେ ନିର୍ବାଚନର ଆବଶ୍ୟକତା ରହିଛି । ହେଲେ ନିର୍ବାଚିତ ହେବାପରେ ସରକାର ଦଳମତ ନିର୍ବିଶେଷରେ ଲୋକଙ୍କ ହିତ…

ସିଦ୍ଧି ସଡକ ଦୁର୍ଘଟଣା: ୩୯ ମୃତଦେହ ଉଦ୍ଧାର

ସିଦ୍ଧି: ମଧ୍ୟପ୍ରଦେଶ ସିଦ୍ଧି ଠାରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୩୯ ଜଣଙ୍କ ମୃତଦେହ ଉଦ୍ଧାର କରିଛି ଉଦ୍ଧାରକାରୀ ଦଳ । ବସରେ ମୋଟ ୫୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି । ଏନଡିଆରଫ୍, ଏସଡିଆରଏଫ୍ ଓ ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି ।…

ସଂସଦରେ ଭାବବିହ୍ୱଳ ହେଲେ ମୋଦି

ନୂଆଦିଲ୍ଲୀ: ସଂସଦରେ କାନ୍ଦି ପକାଇଲେ ପ୍ରଧାନମନ୍ତ୍ରୀ | ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ରାଜ୍ୟସଭା ସାଂସଦ ଗୁଲାମ ନବୀ ଆଜାଦଙ୍କ ବିଦାୟ ବେଳେ ଭାବବିହ୍ୱଳ ହୋଇ ପଡିଥିଲେ। ରାଜ୍ୟସଭା ସାଂସଦ ଭାବେ ଗୁଲାମ ନବୀ ଆଜାଦଙ୍କ ଆଜି ଶେଷ ଦିନ। ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୁଲାମ ନବୀ ଯେତେବେଳେ…

‘ମନ କି ବାତ୍’ରେ ତ୍ରିରଙ୍ଗାର ଅପମାନ ପ୍ରସଙ୍ଗ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ମନ କି ବାତ୍’ | ୭୩ତମ ମନ୍ କି ବାତ୍ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜାତୀୟ ପତାକାର ଅପମାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ମୋଦି କହିଛନ୍ତି କି, ଦେଶବାସୀଙ୍କ ମନରେ ଏହି ଘଟଣା ଗଭୀର ଆଘାତ ପହଞ୍ଚାଇଛି । ଏନେଇ ସେ ବହୁତ ମର୍ମାହତ ଏବଂ…

ସଂସଦରେ ରାଷ୍ଟ୍ରପତିଙ୍କ ସମ୍ବୋଧନ

ନୂଆଦିଲ୍ଲୀ: ସଂସଦରେ ଚାଲିଛି ବଜେଟ ଅଧିବେଶନ । ପରମ୍ପରା ଅନୁସାରେ ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବଜେଟ ଅଧିବେଶନ । ଆଜି ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ରାଷ୍ଟ୍ରପତି ନିଜ ଅଭିଭାଷଣରେ କହିଛନ୍ତି, କରୋନା କାଳରେ ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଅଟେ ।…

ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା। ଗତକାଲି ଟ୍ରାକ୍ଟର ରାଲିରେ ଲାଲକିଲ୍ଲାରେ ଚାଷୀଙ୍କ ବ୍ୟାପକ ହିଂସାକାଣ୍ଡ ପରେ ଦିଲ୍ଲୀ ମହାନଗର ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଲାଲକିଲ୍ଲା ଓ ଜମା ମସଜିଦ ସମେତ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ବ୍ୟାପକ…

ପଶ୍ଚିମବଙ୍ଗରେ ମମତା ବନାମ ମୋଦି

କୋଲକାତା: ପଶ୍ଚିମବଙ୍ଗରେ ନେତାଜୀଙ୍କ ଜୟନ୍ତୀଙ୍କୁ ନେଇ ଜୋର ଧରିଛି ରାଜନୀତି । ମୁହାଁମୁହିଁ ହୋଇଛନ୍ତି କେନ୍ଦ୍ର ଓ ପଶ୍ଚିମବଙ୍ଗ ସରକାର । ଜାନୁଆରୀ ୨୩ ତାରିଖରେ ନେତାଜୀ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଛନ୍ତି ମୋଦି ସରକାର । କିନ୍ତୁ ପଶ୍ଚିମବଙ୍ଗ ସରକାର ଏହି…