Odia News Portal
Browsing Tag

Prime Minister Narendra Modi

ଦ୍ୱିତୀୟ ପର୍ଯ୍ୟାୟରେ ଟିକା ନେବେ ମୋଦି !

ନୂଆଦିଲ୍ଲୀ: କୋଭିଡ୍ ଟିକା ନେବେ ମୋଦି । ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ସମେତ ଓ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ନେବେ ଟିକା । ଗୁରୁବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବା ଅବସରରେ ଏହି କଥା କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।ଏହି ଟିକାକରଣରେ…

ସ୍ଥଳସେନାର ୭୩ ତମ ପ୍ରତିଷ୍ଠା ଦିବସ

ନୂଆଦିଲ୍ଲୀ: ଆଜି ସ୍ଥଳସେନାର ୭୩ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । ଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଭବ୍ୟ ପରେଡର ଆୟୋଜନ କରାଯାଇଥିଲା । ଏଥିରେ ସ୍ଥଳସେନା ପ୍ରମୁଖ ଏମ୍‌. ଏମ୍‌. ନରଓ୍ଵଣେ ପରଡେର ସଲାମି ନେବା ସହ ସୈନ୍ୟଙ୍କୁ…

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବୁଟା ସିଂହଙ୍କ ପରଲୋକ

ନୂଆଦିଲ୍ଲୀ : କଂଗ୍ରେସ ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ଗୃହ ମନ୍ତ୍ରୀ ସର୍ଦାର ବୁଟା ସିଂହଙ୍କର ଶନିବାର ଦିନ ଦେହାନ୍ତ ହୋଇଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା ।ବୁଟା ସିଂହ ଶିଖ ସମ୍ପ୍ରଦାୟର ଜଣେ ପ୍ରମୁଖ ନେତା ଥିଲେ ତାଙ୍କ…

ଆଇଆଇଏମ ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ

ସମ୍ବଲପୁର: ଆଜି ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ । ଭିଡିଓ କନଫରେସିଂ ଜରିଆରେ ନୂଆ କ୍ୟାମ୍ପସର ଶିଳାନ୍ୟାସ କରିଛନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାର୍ଯ୍ୟକ୍ରମ ଆରମ୍ଭରେ ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା କେମିତି ଶିକ୍ଷାର ହବ୍ ପାଲଟିଛି,…

ଦେଶବାସୀଙ୍କୁ ପବିତ୍ର ବଡ଼ଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଓଡିଶାର ମୁଖ୍ୟମନ୍ତ୍ରୀ ଏବଂ…

ଆଜି ପବିତ୍ର ବଡ଼ଦିନ । ଗତକାଲି ମଧ୍ୟରାତ୍ରୀରେ ଧରାପୃଷ୍ଠକୁ ଅବତରଣ କରିଛନ୍ତି ପ୍ରଭୁ ଯୀଶୁ । କରୋନା କଟକଣା ମଧ୍ୟରେ ଚଳିତ ବର୍ଷ ରାଜ୍ୟରେ ପାଳନ ହୋଇଛି ବଡ଼ଦିନ । ତେବେ ଚଳିତ ବର୍ଷ କରୋନା ପାଇଁ ଚର୍ଚ୍ଚରେ ଏକାଠି ହେବେନି ଖ୍ରୀଷ୍ଟଧର୍ମାମ୍ବଲମ୍ବୀ । କିନ୍ତୁ ଘରେ ରହି ଖ୍ରୀଷ୍ଟ ଧର୍ମୀ…

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ।ଫନି ପ୍ରଭାବିତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ୧୪ ଫନି…