ପ୍ରିନ୍ସ ଚାର୍ଲସ କରୋନାରେ ଆକ୍ରାନ୍ତ
ଲଣ୍ଡନ() ଇଂଲଣ୍ଡର ରାଜ କୁମାର ପ୍ରିନ୍ସ ଚାର୍ଲସ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ୭୧ ବର୍ଷୀୟ ପ୍ରିନ୍ସ ଚାର୍ଲସ ନିକଟରେ ଏକାଧିକ କାର୍ୟ୍ୟକ୍ରମରେ ଯୋଗଦେଇଥିଲେ।
ପ୍ରିନ୍ସ ଚାର୍ଲସଙ୍କୁ କରୋନା ହୋଇଥିବାରୁ ତାଙ୍କ ପତ୍ନୀ କାମିଲାଙ୍କୁ ଆଇସୋଲେସନରେ ରଖାଯାଇଛି। ଉଭୟ…