ଫେଲ୍ ହେବେ ନାହିଁ କେଜିରୁ ଅଷ୍ଟମ ଶ୍ରେଣୀ
ଭୁବନେଶ୍ୱର : କନଫିଡେରେସନ ଅଫ୍ ଓଡିଶା ପବ୍ଳିକ ସ୍କୁଲ ପକ୍ଷରୁ ଘରୋଇ ସ୍କୁଲ ଖୋଲିବା ନେଇ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ରାଜ୍ୟ ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି । କିନ୍ତୁ ଅନ୍ୟ କ୍ଳାସ ନଖୋଲିବାକୁ ବିରୋଧ କରିଛନ୍ତି । ରାଜ୍ୟରେ ଅନ୍ୟାନ୍ୟ!-->…