ପଞ୍ଜାବ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ ସିଦ୍ଧୁ
ପଞ୍ଜାବ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନବଜୋତ ସିଂହ ସିଦ୍ଧୁ। ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ପଠାଇଛନ୍ତି। କୌଣସି ପୂର୍ବାଭାସ ନଥାଇ ସେ ହଠାତ୍ ଇସ୍ତଫା ଦେବା ସମସ୍ତଙ୍କୁ ଚକିତ କରିଛି। କିନ୍ତୁ କୁହାଯାଉଛି ଏହା ମଧ୍ୟରେ!-->…