ଛେରା ପହଁରାକୁ ପୂରିଲା ୫୦ ବର୍ଷ
ପୁରୀ: ଚଳିତ ବର୍ଷ ରଥଯାତ୍ରାରେ ରେକର୍ଡ କଲେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଚଳିତ ବର୍ଷକୁ ମିଶାଇ ଛେରାପହଁରାରେ ୫୦ ବର୍ଷ ପୂରଣ କଲେ ଗଜପତି।
୧୯୭୧ ମସିହାରୁ ଛେରାପହଁରା କରି ଆସୁଛନ୍ତି ଗଜପତି ମହାରାଜା। ପିତାଙ୍କ ଦେହାନ୍ତ ପରଠାରୁ ଛେରାପହଁରା କରି ଆସୁଛନ୍ତି ଗଜପତି।!-->!-->!-->…