ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ
ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଚାଲିଛି ଶ୍ରୀଜୀୟଙ୍କ ଭଉଁରୀ ନୀତି । ତିନି ରଥର ଚକଅଖ ଡେରା ନୀତି ସମ୍ପନ୍ନ ହୋଇଛି । ଶ୍ରୀମନ୍ଦିରରୁ ରଥଖଳାକୁ ଆଜ୍ଞାମାଳ ବିଜେ କରାଯିବା ପରେ ତିନି ରଥର ଚକ ଅଖରେ ଲାଗି କରାଯାଇଛି । ମହାପ୍ରଭୁଙ୍କ ଆଜ୍ଞା ମିଳିବା ପରେ ପୂର୍ବ ପ୍ରସ୍ତୁତ ଚକ ସହ ଅଖକୁ ସଂଯୋଗ!-->…