ମରାମତି ହେବ ବାଇଶି ପାହାଚ
ପୁରୀ() ଶ୍ରୀମନ୍ଦିରର ବାଇଶି ପାହାଚର ମରାମତି କରାଯିବା ନେଇ ନିଷ୍ପତ୍ତି ନିଆଯାଇଛି । ପ୍ରତ୍ନତତ୍ତ୍ୱ ବିଭାଗର ଟିମ ଦ୍ୱାରା ବାଇଶି ପାହାଚର ଅନୁଧ୍ୟାନ କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରତ୍ନତତ୍ତ୍ୱ ବିଭାଗର ଟିମ ଅନୁଧ୍ୟାନ କରିବା ବେଳେ ପାହାଚର ଦୁର୍ବଳ ପଥରକୁ ଚିହ୍ନଟ…