୨୪ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ଚାଲିଥିବା ଯଜ୍ଞର ପୂର୍ଣ୍ଣାହୂତି କାର୍ଯ୍ୟକ୍ରମରେ ଯୋଗଦେବେ…
ପୁରୀ : ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ପାଇଁ ସୋମବାରଠାରୁ ତିନି ଦିନିଆ ଯଜ୍ଞ ଆରମ୍ଭ ହୋଇଛି। ରବିବାର ଅଙ୍କୁରାରୋପଣ, ଅଧିବାସ ବିଧି ସମ୍ପର୍ଣ୍ଣ ହେବା ପରେ ସକାଳୁ ଯଜ୍ଞ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିଲା। ଅପରାହ୍ନରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କ ଦ୍ବାରା ଯଜ୍ଞ!-->…