Odia News Portal
Browsing Tag

puri

ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ ଗଜପତି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଚିଠି ଲେଖିଲେ ଗଜପତି ମହାରାଜ । ଶ୍ରୀମନ୍ଦିରରେ ସ୍ଥାୟୀ ପ୍ରଶାସକ ନିଯୁକ୍ତି ଦାବି କରିଛନ୍ତି ଗଜପତି । ଗଜପତି ମହାରାଜ ବି ଏ ପ୍ରସଙ୍ଗରେ ଜଗଦ୍ଗୁରୁ ଶଙ୍କରାଚାର୍ୟ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରି ଆବଶ୍ୟକ ପରାମର୍ଶ ନେଇଛନ୍ତି। ସେପଟେ ଆଜି…

ଜମି ବିବାଦରୁ ବୋମା ମାଡ଼

ପୁରୀ: ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନାଥପୁର ଗାଁରେ ଆଜି  ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ଗାଁରେ ଏକ…

ପୁରୀ ଗସ୍ତରେ ୫ଟି ସଚିବ

ପୁରୀ: ପୁରୀ ଗସ୍ତରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଶନିବାର ସକାଳେ ୫ଟି ସଚିବ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃପାଶ୍ୱର୍ରେ ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ  ସହ ଆବୋଚନା କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ।  …

ପୁରୀ ନାଁ ପରିବର୍ତ୍ତନକୁ ନେଇ ଏମିତି କହିଲେ ଧମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀ ସାରା ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ତେବେ ପୁରୀର ନାଁ ପରିବର୍ତ୍ତନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ‘ପୁରୀ’ ବଦଳରେ ‘ଜଗନ୍ନାଥ ପୁରୀ’ ହେଲେ ଭଲ ହୁଅନ୍ତା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ…

ଆଜି ଶ୍ରୀମନ୍ଦିର ଆଖପାଖରେ ୧୪୪ ଧାରା ଜାରି

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଆଲୋକର ପର୍ବ ଦୀପାବଳି ପାଳନ ହେଉଛି । ଏହି ଅବସରରେ ପୟା ଶ୍ରାଦ୍ଧ ଦିଆଯିବ । ଏଥର ବଡ଼ଦାଣ୍ଡରେ କାଉଁରିଆ ଜାଳି ବଡ଼ବଡ଼ୁଆ ଡାକ ମନା । ପ୍ରାତଃ ୪ଟାରୁ ମଧ୍ୟରାତ୍ର ପର୍ଯ୍ୟନ୍ତ ସିଂହଦ୍ୱାର ଓ ତାର ଆଖପାଖରେ ୧୪୪ ଧାରା ଜାରି ହୋଇଛି । ପ୍ରବଳ ଭିଡ଼, ପ୍ରଦୂଷଣ ତଥା…

ଲିଫ୍ଟରେ ଫସିଲେ ୮ ଆଇନଜୀବୀ

ପୁରୀ: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଘଟଣ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଲାଗିଥିବା ଲିପ୍ଟରେ ଫସିଲେ ୮ ଜଣ ଆଇନଜୀବୀ । ଏନେଇ ଜଣାପଡ଼ିବାର ୨୦ ମିନିଟ ପରେ ସେମାନଙ୍କୁ ଲିପ୍ଟରୁ ବାହାର କରାଯାଇଥିବା ଜଣାପଡ଼ିଛି । ଲିପ୍ଟ ଅଚଳ ହେବା ଯୋଗୁଁ ଏହି ଅଘଟଣ ଘଟିଥିବା ସାମ୍ନାକୁ ଆସିଛି। ସୂଚନା…

ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଆଜି ବସୁଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ନିଳାନ୍ଦ୍ରୀ ଭକ୍ତନିବାସରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏଥିରେ ମହାପ୍ରଭୁଙ୍କ ଜମିଜମା ସହ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରାୟ ୧୯୦ କୋଟି ଟଙ୍କାର ବଜେଟ୍ ଉପରେ ଆଲୋଚନା ହେବ । ଏଥିସହ ସେବାୟତ, ବରିଷ୍ଠ ଅଧିକାରୀ ଓ…

ଦୀପାବଳିରେ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ବଡ଼ଦାଣ୍ଡରେ ବଡ଼ବଡ଼ୁଆ ମନା। ଦୀପାବଳି ଦିନ ଶ୍ରୀମନ୍ଦିର ସମ୍ମୁଖରେ କାଉଁରିଆ କାଠି ଜାଳିବା ମନା। ବନ୍ଦ ରହିବ ସାଧାରଣ ଦର୍ଶନ। ବୀରଗୋବିନ୍ଦପୁର ଦକ୍ଷିଣକାଳୀଙ୍କ ନିକଟରେ ଜାରି ହେବ ୧୪୪ଧାରା। ଏନେଇ ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ଭବତାରଣ ସାହୁ। ଶ୍ରୀମନ୍ଦିର ସମ୍ମୁଖରେ ବଡ଼ବଡ଼ୁଆ…

ପଶ୍ଚିମଦ୍ୱାର ଦେଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ : ଶ୍ରୀମନ୍ଦିରରେ ଆଜିଠାରୁ ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା। ଏଣିକି ପଶ୍ଚିମ ଦ୍ୱାର ପଟ ଦେଇ ପ୍ରବେଶ କରିବେ ପୁରୀବାସୀ। ଏଥିପାଇଁ ସେମାନଙ୍କ ପାଇଁ ମଧ୍ୟ ଟୀକାକରଣର ୨ଟି ଡୋଜ୍‌ ସାର୍ଟିପିକେଟ୍‌ ଓ ସ୍ଥାନୀୟ ବାସିନ୍ଦା ହେବାର ପ୍ରମାଣ ପତ୍ର ଦେଖାଇବାକୁ…

ଶ୍ରୀକ୍ଷେତ୍ରରେ ପୁଣିଥରେ ଆରମ୍ଭ ହେଲା ଉଚ୍ଛେଦ କାମ

ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଶ୍ରୀନହର ସମ୍ମୁଖରେ ଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟର ପୁରାତନ କୋଠାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି । ଶ୍ରୀମନ୍ଦିରର ୭୫ ମିଟର ଐତିହ୍ୟ କରିଡର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୯୬…