ଶ୍ରୀକ୍ଷେତ୍ରରେ ପୁଣିଥରେ ଆରମ୍ଭ ହେଲା ଉଚ୍ଛେଦ କାମ
ପୁରୀ: କିଛି ଦିନର ବ୍ୟବଧାନ ପରେ ଶ୍ରୀମନ୍ଦିର ଚାରିପାଖରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଶ୍ରୀନହର ସମ୍ମୁଖରେ ଥିବା ଶ୍ରୀମନ୍ଦିର କାର୍ଯ୍ୟାଳୟର ପୁରାତନ କୋଠାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି । ଶ୍ରୀମନ୍ଦିରର ୭୫ ମିଟର ଐତିହ୍ୟ କରିଡର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ୯୬!-->…