Odia News Portal
Browsing Tag

puri

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାଳୀୟଦଳନ ବେଶ

ପୁରୀ : ଶ୍ରୀମନ୍ଦିରରେ ବାର ମାସରେ ମହାପ୍ରଭୁଙ୍କ ଅନେକ ନୀତି ପାଳିତ ହୋଇଥାଏ । ସେହିଅନୁଯାୟୀ ଭାଦ୍ରବ ମାସ କୃଷ୍ଣ ପକ୍ଷ ଏକାଦଶୀ ଅସରରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ କାଳୀୟଦଳନ ବେଶ । ମଧ୍ୟାହ୍ନ ଧୂପ ବଢିବା ପରେ କାଳୀୟଦଳନ ବେଶରେ ସୁସଜ୍ଜିତ ହେବେ ମହାପ୍ରଭୁ । ଏହି କାଳୀୟ ଦଳନ

ଆସନ୍ତା ସପ୍ତାହରେ ଶ୍ରୀମନ୍ଦିର ନିଷ୍ପତ୍ତି

ପୁରୀ: ସେପ୍ଟେମ୍ବର ଗାଇଡଲାଇନ୍ ଆସିବା ପରେ ଶ୍ରୀମନ୍ଦିର ଉପରେ ରହିଛି ନଜର । ସପ୍ତାହନ୍ତ ସଟଡାଉନ ଉଠିବା ପରେ ଶ୍ରୀମନ୍ଦିର ନିଷ୍ପତ୍ତିକୁ ଅପେକ୍ଷା । ଏନେଇ ଆସନ୍ତା ସପ୍ତାହରେ ମିଟିଂ ହେବ କହିଲେ ଉନ୍ନୟନ ପ୍ରଶାସନ । ଆସନ୍ତା ସପ୍ତାରରେ ମିଟିଂ ହୋଇ ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ ।

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା, ମହାପ୍ରଭୁଙ୍କ କଲେ ଦର୍ଶନ

ପୁରୀରେ ବଲିଉଡ୍ ଅଭିନେତା ଗୋବିନ୍ଦା । ଗୋବିନ୍ଦା ମଙ୍ଗଳବାର ଶ୍ରୀମନ୍ଦିର ଆସି ରତ୍ନ ସିଂହାସନ ସ୍ଥିତ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କର ସେ ହେଉଛନ୍ତି ବଡ ଭକ୍ତ । ପ୍ରଭୁଙ୍କ ଡାକରାରେ ସେ ପୁରୀ ଆସିବାର ସୌଭାଗ୍ୟ ପାଇଥିବା ସେ

ତିନିଦିନ ବନ୍ଦ ରହିବ ବଡ଼ଦେଉଳ

ପୁରୀ: ଆଜିଠୁ ତିନିଦିନ ବନ୍ଦ ରହିବ ଶ୍ରୀମନ୍ଦି । କ୍ତଙ୍କ ଗହଳି ଜୋର ଧରୁଥିବା ବେଳେ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବା ଖବର ଭକ୍ତଙ୍କୁ ଚିନ୍ତିତ କରିଛି । ଶନି, ରବି ସପ୍ତାହାନ୍ତ ସଟଡାଉନ । ସୋମବାର ଜନ୍ମାଷ୍ଟମୀରେ ଗହଳି ହେବାର ସମ୍ଭାବନା ଥିବାରୁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି

ଆସନ୍ତାବର୍ଷ ଶ୍ରୀମନ୍ଦିର ଗୁରୁକୁଳ

ପୁରୀ: ଆସନ୍ତା ଶିକ୍ଷାବର୍ଷ ଠାରୁ ଆରମ୍ଭ ହେବ ଗୁରୁକୁଳ । ଏଥିପାଇଁ ଗଠନ ହେବ ଶ୍ରୀମନ୍ଦିର ଆଦର୍ଶ ଗୁରୁକୁଳ ସୋସାଇଟି । ସୋସାଇଟିର ଅଧ୍ୟକ୍ଷ ଗଜପତି, ବିଶିଷ୍ଟ ବ୍ୟକ୍ତିମାନେ ବି ରହିବେ । ମାଟିତୋଟାରେ ୧୭ ଏକର ଜମିରେ ହେବ ଗୁରୁକୁଳ । ଏହାସହ ଗୁରୁକୁଳ ପାଣ୍ଠି ଗଠନ ହେବ । ଗୁରୁକୁଳ ନିର୍ମାଣ

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ପରିବାରକୁ ମିଳିବ ଘର । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ପ୍ରଥମ ପର୍ଯ୍ୟାଳୟରେ ୪ ଶହ ସେବାୟତ ପରିବାରକୁ ଘର ମିଳିବ । ୮ ଏକର ଜମିରେ ବ୍ୟବସ୍ଥା, ପରିବାର ପିଛା ୬ ଶହ ବର୍ଗଫୁଟ ମିଳିବ ବୋଲି ନିଷ୍ପତ୍ତି ହୋଇଛି । ଏଥିପାଇଁ

ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲିଠୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ । ଆଜି ସଟଡାଉନ୍‌ ଥିବାରୁ ଶ୍ରୀମନ୍ଦିରକୁ ସାନିଟାଇଜ୍‌ କରାଯାଇଛି। ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିଛନ୍ତି ଅଗ୍ନିଶମ ବିଭାଗ । ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର

ଖୋଲିଲା ବଡ଼ଦେଉଳ: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ

ପୁରୀ : ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କେବଳ ପୁରୀ ସହର ବାସିନ୍ଦା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ୍ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଓ୍ୱାର୍ଡଓ୍ୱାରୀ

୧୬ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ସ୍ୱର୍ଗଦ୍ୱାର

ପୁରୀ: କରୋନାର ୨ୟ ତରଙ୍ଗ ବୃଦ୍ଧି ପରେ ତାଲାବନ୍ଦ , ସଟଡାଉନ ସହ ବିଭିନ୍ନ କଟକଣା ଲାଗୁ କରାଯାଇଥିଲା। ଏହି କଟକଣା ମଧ୍ୟରେ ପୁରୀର ସ୍ୱର୍ଗଦ୍ୱାରରେ ଜିଲା ବାହାର ଲୋକଙ୍କୁ ଶବଦାହ ପାଇଁ ବାରଣ କରାଯାଇଥିଲା। ମାତ୍ର ଏଣିକି ଜିଲା ବାହାର ଲୋକେ ମଧ୍ୟ ପୁରୀ ସ୍ୱର୍ଗଦ୍ୱାରରେ ଶବଦାହ କରିପାରିବେ।

ଶ୍ରୀମନ୍ଦିର ପରିଚାଳନା କମିଟି ପୁନର୍ଗଠିତ

ପୁରୀ: ପୁନର୍ଗଠିତ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ମନୋନୀତ କଲେ ରାଜ୍ୟ ସରକାର । ବରିଷ୍ଠ ଅଇନିଜୀବି ଅଶୋକ ମହାପାତ୍ର ହେଲେ ସଦସ୍ୟ । ମୁକ୍ତି ମଣ୍ଡପକୁ ପ୍ରତିନିଧିତ୍ୟ କରିବେ ଅଶୋକ ମହାପାତ୍ର । ପୂଜାପଣ୍ଡା ନିଯୋଗ ସେବାୟତ ମାଧବ ପୂଜାପଣ୍ଡା ସଦସ୍ୟ ।