ସଙ୍ଗରୋଧ କେନ୍ଦ୍ରର ଖର୍ଚ୍ଚ ହିସାବ ମାଗିଲେ ରାଜ୍ୟ ସରକାର
ଭୁବନେଶ୍ୱର() ରାଜ୍ୟ ବାହାରୁ କିମ୍ବା କରୋନା ଲକ୍ଷଣ ଦେଖାଦେଲେ ସଙ୍ଗରୋଧ କେନ୍ଦ୍ରରେ ରହିବାକୁ ରାଜ୍ୟ ସରକାର କହିଥିଲେ । ଆଜି ସେହି ସଙ୍ଗରୋଧ କେନ୍ଦ୍ରର ଖର୍ଚ୍ଚ ହିସାବ ମାଗିଛନ୍ତି ରାଜ୍ୟ ସରକାର । ଏନେଇ ସମସ୍ତ ଜିଲ୍ଲାପାଳ ,ପିଡ଼ି ଓ ବିଡ଼ିଓଙ୍କୁ ଚିଠି ଲେଖି ଖର୍ଚ୍ଚର ହିସାବ ମାଗିଛିି…