Odia News Portal
Browsing Tag

rain in odisha

୨୭ରୁ ପୁଣି ଉତ୍ତର ଓଡ଼ିଶାରେ ବଡ଼ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ। କିନ୍ତୁ, ୨୭ ତାରିଖରୁ ଉତ୍ତର ଓଡ଼ିଶାର କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ୨୮ରୁ ବର୍ଷା ପରିମାଣ ଓ ବିସ୍ତୃତ ବୃଦ୍ଧି ପାଇବ। ଉତ୍ତର ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ…

୩୧ରୁ ପୁଣି ବଢିବ ବର୍ଷା: ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ପାଇଁ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଅଂଚଳରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏହିସବୁ ଜିଲ୍ଲାରେ ୩୦ ରୁ ୪୦…

ଆସନ୍ତା କାଲି ଠାରୁ ପାଗରେ ଆସିବ ପରିବର୍ତ୍ତନ,ବଢିବ ଜାଡ

ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଘଟିବ। ଏହା ପରେ ତାପମାତ୍ରା ୩ରୁ ୫ଡିଗ୍ରୀ କମିବ ବୋଲି ପୂର୍ବାନୁମାନ ହୋଇଛି। ଫଳରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହା ଫଳରେ ରାଜ୍ୟକୁ ଶୀତ ଫେରିବ। କିଛି ଜିଲ୍ଲାରେ କୁହୁଡିର ପରିମାଣ କମିବ

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ରାଜ୍ୟରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଛି। ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ବିଭିନ୍ନ ସ୍ଥାନରେ ଘଡଘଡି ସହ

ସାରା ରାଜ୍ୟରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର : ସାରା ରାଜ୍ୟରେ ହୋଇଛି କାଳବୈଶାଖୀ ବର୍ଷା । କେତେକ ସ୍ଥାନକେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହିଥିବା ଦେଖିବାକୁ ମିଳିଛି । କଟକରେ ଘଂଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ରାଜଧାନୀ ଭୁବନେଶ୍ୱରରେ ପବନର ବେଗ ୫୦ କିଲୋମିଟର ଛୁଇଁଛି । କଟକ ସମେତ ରାଜ୍ୟର କେତେକ

୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର()  ମରାଠାଠାରୁ ଦକ୍ଷିଣ ତାମିଲନାଡୁ ଯାଏଁ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି । ଟ୍ରପ୍ ଲାଇନ୍ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୨ଟି…

୮ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର() ଆସନ୍ତା ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଉତ୍ତର ଦକ୍ଷିଣ ସମେତ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ଆକଳନ କରିଛି ଆଞ୍ଚଳିକ…

୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ କୋହଲା ପାଗ ହେବ। ଏଥିପାଇଁ ଆଜି ୯ ଜିଲ୍ଲାରେ ହାଲୁକା ବର୍ଷା ହେବର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ରାୟଗଡ଼ା,…

ପୁଣି କାଲିଠାରୁ ବର୍ଷା

ଭୁବନେଶ୍ବର() ଆସନ୍ତା ୯ ତାରିଖରୁ ରାଜ୍ୟରେ ବଢିବ ତାତି। ୩ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ରହିବା ସହ କେତେକ ସ୍ଥାନରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର ଗଜପତି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି…