ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର() ଆଜି ଦକ୍ଷିଣ ଓଡ଼ିଶାର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି। ଏହି ୯ ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, ନୟାଗଡ଼, କୋରାପୁଟ,…
