୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର() ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ଅଫିସ ସତର୍କ କରାଇଦେଇଛି । ଏଥିପାଇଁ ରାଜ୍ୟର ୮ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ…