୧୦ ଜିଲ୍ଲା ସତର୍କ ରୁହ
ଭୁବନେଶ୍ବର () ଓଡ଼ିଶା ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନର ରହିଛି । ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…