Odia News Portal
Browsing Tag

rain in odisha

୭ ଜିଲ୍ଲାରେ ପ୍ରବଳ ବର୍ଷିବ

ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, ଦେବଗଡ ଆଦି ଜିଲାରେକୁ ଅରେଞ୍ଜ ଓ୍ବାର୍ନିଂ ଜାରି…

୧୦ ଜିଲ୍ଲା ସତର୍କ ରୁହ

ଭୁବନେଶ୍ବର () ଓଡ଼ିଶା ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନର ରହିଛି । ଏନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

୭ ଜିଲ୍ଲାରେ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ୱର() ୭ ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ୭ ଜିଲ୍ଲା ଗୁଡିକ ହେଲା ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ଖୋର୍ଦ୍ଧା, ନୟାଗଡ ।

୨୪ ଘଣ୍ଟା ପ୍ରବଳ ବର୍ଷା

ଭୁବନେଶ୍ବର()  ରାଜ୍ୟରେ ଆସନ୍ତା ୨୪ ଘଣ୍ଟା  ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ୮ଟି ଜିଲ୍ଲାରେ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା…

୯ଜିଲ୍ଲା ସତର୍କ ରୁହ

ଆଜି ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଉତରପୂର୍ବ ବଙ୍ଗୋପ ସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ନଅଟି ଜିଲ୍ଲାରେ ପ୍ରବଳ ବର୍ଷିବ । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଢେଙ୍କାନାଳ,…

୫ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର () ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସଂଭାବନା ରହିଛି । ୨୯ ତାରିଖରୁ ଏହା ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସଂଭାବନା ରହିଛି । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ…

ଆସୁଛି ବଡ ବର୍ଷା, ସତର୍କ ରୁହ ୧୪ ଜିଲ୍ଲା

ଆଗାମୀ ୨ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୪ ଜିଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜିଲାଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡ଼ା,…

ପୁଣି ଲଘୁଚାପ, ୪ ଦିନ ଧରି ପ୍ରବଳ ବର୍ଷିବ

ଭୁବନେଶ୍ବର()  ଆସନ୍ତା ୧୨ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସେଥିପାଇଁ ରାଜ୍ୟରେ ୪ ଦିନ ଧରି ବର୍ଷା ଲାଗି ରହିବ । ବିଶେଷ କରି ଉପକୂଳ ଓଡ଼ିଶାରେ ଏହାର ସର୍ବାଧିକ ପ୍ରଭାବ ରହିବ । ମୌସୁମୀ ସକ୍ରିୟ ହେବାକୁ ଥିବାରୁ ଅଧିକାଂଶ ସ୍ଥାନରେ ପ୍ରବଳ…

ରାଜ୍ୟରେ ୬ ରୁ ଛେଚିବ

ଭୁବନେଶ୍ୱର()  ଆସନ୍ତା ୬ରୁ ୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଅର୍ଧାଧିକ ଜିଲ୍ଲାରେ ବର୍ଷା ଲାଗିରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମତେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ…

୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର()  ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି ।ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।କଳାହାଣ୍ଡି, ଗଞ୍ଜାମ, ସୋନପୁର, ମାଲକାନଗିରି, କୋରାପୁଟ,ନବରଙ୍ଗପୁର,ନୂଆପଡା,ବରଗଡ, କଟକ,ବୌଦ୍ଧ,ଦେବଗଡ ଓ ସମ୍ବଳପୁର ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…