କାଳବୈଶାଖୀ ସମ୍ଭାବନା
ଭୁବନେଶ୍ବର() ୫ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କଲା ପାଣିପାଗ ବିଭାଗ । କିଛି ଜିଲ୍ଲାରେ ଧୂଳିଝଡ଼, ବଜ୍ରପାତ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦୁଝର, ମୟୂରଭଂଜ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି। ତାସହ ଜିଲ୍ଲାରେ…