ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ବର () ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ଥିବାରୁ ଆସନ୍ତା ଜୁନ୍ ୩୦ରୁ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ଠିକ୍ ଗୋଟିଏ ଦିନ ପରେ ଅର୍ଥାତ୍ ଜୁଲାଇ ୧ ତାରିଖ ଦିନ ଏହି ଲଘୁଚାପ ଡିପ୍ରେସନର ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…
