୧୧ଟି ଜିଲ୍ଲାକୁ କାଳବୈଶାଖୀ
ଭୁବନେଶ୍ବର() ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ବୋଲି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ସୁନ୍ଦରଗଡ଼, ବୌଦ୍ଧ, ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, କନ୍ଧମାଳ,…