ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା
ରାଜ୍ୟର ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ଅନୁଗୁଳ, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, ବରଗଡ଼,…
