Odia News Portal
Browsing Tag

rain in odisha

ଆଜିଠୁ ଦୁଇ ଦିନ ବର୍ଷା, ଘଡଘଡି ଓ ଝଡତୋଫାନ

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ।ଉପକୂଳ, ଉତ୍ତର ଏବଂ ଉତ୍ତର-ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଯୋଗୁଁ…

ଆସନ୍ତା ୨୧ ଯାଏଁ କାଳବୈଶାଖୀ

ରାଜ୍ୟରେ ତାତି ବଢିବା ସାଙ୍ଗକୁ ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳୁଛି । ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ କାଳବୈଶାଖୀ ପ୍ରଭାବ । ଆଜି ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ…

୧୭ରେ ବର୍ଷିବ ଗର୍ଜିବ

ଆସନ୍ତା ୧୭ରେ ଓଡ଼ିଶାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଉତ୍ତର ଓଡ଼ିଶାରେ କିନ୍ତୁ ପ୍ରବଳ ବର୍ଷା ଲାଗିରହିବ। ଏହାକୁ ଦୃଷ୍ଟିରେ ରଖି ୧୭ ତାରିଖ ପାଇଁ ରାଜ୍ୟରେ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସ୍ଥିତି ଉପରେ ଦୃଷ୍ଟି ରଖିବାକୁ ରାଜ୍ୟ…

କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

ରାଜ୍ୟର ତିନୋଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ଗଞ୍ଜାମ, ଗଜପତି, ନୟାଗଡ଼ରେ ସ୍ୱଳ୍ପ ବର୍ଷା ହେବାର ସମ୍ଭବନା ରହିଛି ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ବର୍ଷା ହେବାସହ ରାତି ୮ଟା ସୁଦ୍ଧା ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି । ଏହା ବ୍ୟତୀତ ରାଜ୍ୟର ମୟୁରଭଞ୍ଜ,…

ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଆଶଙ୍କା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଂଟା ଭିତରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ନେଇ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେତେକ ସ୍ଥାନରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ ।…

ଆସନ୍ତାକାଲିଠାରୁ ଉପକୂଳରେ ବର୍ଷା

ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ଉପକୂଳରେ ଆସନ୍ତାକାଲିଠାରୁ ୩୦ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କହାଯାଇଛି। ଏହା ପ୍ରଭାବରେ…