Odia News Portal
Browsing Tag

rain

ଆସନ୍ତା ୨ରୁ ଓଡିଶାରେ ପୁଣି ବର୍ଷା

ଆସନ୍ତା ୨ ତାରିଖରୁ ପୁଣି ଓଡ଼ିଶାରେ ଲଘୁଚାପ ବର୍ଷା ସମ୍ଭାବନା । ଆସନ୍ତା ୩୦ରେ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨ରୁ ୪ ତାରିଖ ମଧ୍ୟରେ ବର୍ଷା ହେବା ସମ୍ଭାବନା ରହିଛି ବୋଲି କହିଛନ୍ତି…

ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ୨୯ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ନେବ ଓ୍ବେଲମାର୍କ ଲୋ ପ୍ରେସରର ରୂପ ନେବ । ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ହେବ । ଦକ୍ଷିଣ…

ଆସୁଛି ଆଉ ଏକ ଲଘୁଚାପ

ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃ୍ଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ । ଏହା ପଶ୍ଚିମ-ଉତର- ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା…

ଆଗାମୀ ୫ ଦିନ ପ୍ରବଳ ବର୍ଷା ଆଶଙ୍କା

ଭାରତୀୟ ପାଣିପାଗ ବିଭାଗ କେରଳ ସମେତ ୪ ରାଜ୍ୟ ଓ ଏକ କେନ୍ଦ୍ର ଶାସିତ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି। ଏହାକୁ ନେଇ ପାଣିପାଗ ବିଭାଗ ସର୍ତକ ସୂଚନା ଜାରି କରିଛି। ସୂଚନାଯୋଗ୍ୟ ନିକଟରେ ତାମିଲନାଡୁ, କେରଳ ଓ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ…

ଆନ୍ଧ୍ରରେ ବର୍ଷା ବିତ୍ପାତ, ୮ ମୃତ, ୧୨ ନିଖୋଜ

ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ବର୍ଷା ବିତ୍ପାତ । ଲଗାଣ ବର୍ଷାରେ ବେହାଲ ହୋଇଛି ପୁରା ରାଜ୍ୟ । ଆନ୍ଧ୍ରପ୍ରଦେଶରେ ତିନିଟି ଜିଲ୍ଲା ରୟାଲାସିମା ଏବଂ ଦକ୍ଷିଣ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଜନିତ ଘଟଣାରେ ରାଜ୍ୟରେ ଏଯାବତ୍ ଅତି କମରେ ଆଠ…

୧୯ ଯାଏଁ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ…

ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା

୧୦ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ପ୍ରଭାବରେ ଓଡ଼ିଶା ମଧ୍ୟକୁ ପୂର୍ବ ଦିଗରୁ ଉଷ୍ମ ଓ ଆର୍ଦ୍ର ବାୟୁ ପ୍ରବେଶ କରିବ । ଏହା ପ୍ରଭାବରେ ରାତ୍ରି ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିବା ସହ ଶୀତ କମିବ । ଏହାବ୍ୟତୀତ ୧୦ରୁ ୧୨ତାରିଖ ଯାଏ ରାଜ୍ୟର…

କେରଳରେ ବର୍ଷା ବିତ୍ପାତ, ୪୧ ଜଣଙ୍କ ଜୀବନ ଗଲାଣି

ନୂଆଦିଲ୍ଲୀ : ଥମୁନି ବର୍ଷା। ଆଜି କ୍ରମାଗତ ଭାବେ ତୃତୀୟ ଦିନ ପାଇଁ ଉତ୍ତରାଖଣ୍ଡ ଏବଂ କେରଳ‌ରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୂର୍ବ ଉତ୍ତରପ୍ରଦେଶରେ ବି ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଲଗାଣ ବର୍ଷା ପାଇଁ…

କେରଳ ବର୍ଷା ବିତ୍ପାତ, ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି

ଥିରୁବନ୍ତପୁରମ୍: କେରଳରେ ବର୍ଷା ବିତ୍ପାତ। କେରଳର ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୂଚନାନୁସାରେ, ଆଜି କୋକ୍କାୟାରରେ ଭୂସ୍ଖଳନ ପରେ ୩ଜଣଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଏଥିସହ ରାଜ୍ୟରେ ଏପର୍ୟ୍ୟନ୍ତ ୨୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି।…

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…