Odia News Portal
Browsing Tag

rain

କାଲିଠୁ ୩ ଦିନ ବର୍ଷିବ

ମୌସୁମୀ ପ୍ରବାହ ଏବେ ଓଡ଼ିଶା ଉପରେ ଦୁର୍ବଳ ଥିବା ସତ୍ତ୍ୱେ ଆସନ୍ତା କାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା।  ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ  କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯ |…

ବର୍ଷାରେ ବେହାଲ ବିହାର

ପାଟଣା: ଲଗାଣ ବର୍ଷାରେ ବେହାଲ ହୋଇଛି ବିହାର । ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଗଙ୍ଗା ଓ ବୁଢ଼ା ଗଣ୍ଡକ ନଦୀର ପାଣି ଫୁଲି ବିହାରର ପ୍ରାୟ ୧୬ଟି ଜିଲ୍ଲାରେ ପଶିଯାଇଛି । ଫଳରେ ରାଜ୍ୟର ୩୪ ଲକ୍ଷ ଲୋକ ଏଥିରେ ପ୍ରଭାବିତ ହୋଇଛନ୍ତି । ବିଶେଷ କରି ଚାଷ ଜମି ଓ କଦଳୀ ଚାଷ…

ଆଜିଠୁ ଲଗାଣ ବର୍ଷା

ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ଆଜିଠୁ ରାଜ୍ୟରେ ଲଗାଣ ବର୍ଷା । ଆସନ୍ତା ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଗଞ୍ଜାମ, ଗଜପତି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳରେ…

୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ମୌସୁମୀ ଜନିତ ନିମ୍ନଚାପ ରେଖା ଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ର ପତନଠାରୁ ୧.୫ କିଲୋମିଟର ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା…

ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ୫ଟି ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ନବରଙ୍ଗପୁର ଓ କରୋପୁଟ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ…

୧୫ରୁ ଅଧିକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,…

ଏହି ସବୁ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଚଳିତ ମାସ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୭୬ ପ୍ରତିଶତ କମ୍ ବର୍ଷା ଅନୁଭୁତ ହୋଇଛି । ଏହି ସମୟରେ ମାତ୍ର ୨୫ ମିମି ବର୍ଷା ରେକର୍ଡ କରାଯାଇଛି । ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟ…

୧୯ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ସକାଳ ସୁଦ୍ଧା ୧୯ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା । ୪ ଜିଲ୍ଲାରେ ପ୍ରବଳ ବର୍ଷା ଓ ୧୫ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଅ।।ଶଙ୍କା । କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ । କେନ୍ଦୁଝର, ଅନୁଗୁଳ,…

କାଲିଠୁ କମିପାରେ ବର୍ଷା

ଭୁବନେଶ୍ୱର: ଲଘୁଚାପ ବି ବିଶେଷ ବର୍ଷା ଆଣିପାରିନାହିଁ ଓଡ଼ିଶାକୁ । ଏବେ ବି ଅଧା ଓଡ଼ିଶାରେ ବର୍ଷା ସଙ୍କଟ ସ୍ଥିତି ବଳବତ୍ତର ରହିଛି । ପାଣିପାଗ ପୂର୍ବାନୁମାନ ହେଲା, ଶୁକ୍ରବାର ରାଜ୍ୟର ଅନେକ ଜାଗାରେ ବର୍ଷା ହେବ । ବିଶେଷ କରି ଉତ୍ତର ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ମାତ୍ର…

୩୦ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

 ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨୮ରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି । ଗୋଟିଏରୁ…