Odia News Portal
Browsing Tag

rainfall

ଆସନ୍ତା ୭ରେ ଲଘୁଚାପ

ଆସନ୍ତା ୭ରେ ଲଘୁଚାପ ସମ୍ଭାବନା । ଆସନ୍ତା ୬ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଭିତରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ…

ଆଜି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଆଜି ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ସହ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ…

ବର୍ଷା ଏବଂ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ

ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଏବଂ ବଜ୍ରପାତ ନେଇ ଆଲର୍ଟ ଜାରି କରାଯାଇଛି । ତିନି ଜିଲ୍ଲା ହେଉଛି ଅନୁଗୁଳ, ଢେଙ୍କାନାଳ ଏବଂ ବୌଦ୍ଧ । ଏହି ତିନିଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ…

ଆସନ୍ତା କାଲି ଠାରୁ ବର୍ଷା ସମ୍ଭାବନା

ଖରାରୁ ମିଳିବ ତ୍ରାହି । ଆସନ୍ତାକାଲିଠୁ ବର୍ଷା ସମ୍ଭାବନା । ୨୧ରୁ ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପାସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ରାଜ୍ୟକୁ…

୧୧ ଜିଲ୍ଲାରେ ୨ ଦିନ ବର୍ଷା

ରାଜ୍ୟରେ ଦୁଇ ଦିନ ଧରି ବର୍ଷା ଆଶଙ୍କା । ଭୁବନେଶ୍ୱର ପାଣିପାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ଦୁଇ ଦିନ ଅର୍ଥାତ୍ ୨୫ ଏବଂ ୨୬ ତାରିଖ ପାଇଁ ୧୧ଟି ଜିଲ୍ଲାରେ ଘଡଘଡି , ବର୍ଷା ସମ୍ଭାବନା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ ,…

ଆସନ୍ତା କାଲି ଠାରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର:ବୁଧବାର ଅପରାହ୍ଣରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଉଭୟ ବଙ୍ଗୋପସାଗର ଏବଂ ଆରବସାଗର ରୁ ଓଡ଼ିଶା…

ରାଜ୍ୟରେ ବର୍ଷା,୨୬ ଯାଏଁ ବର୍ଷିବ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଏହା ପ୍ରଭାବରେ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା କଟକ, ଜଗତସଂହପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ…

ରାଜ୍ୟରେ ୨୧ ରୁ ବର୍ଷା

ପୁଣି ୨୧ରୁ ଓଡିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର…

ବର୍ଷାରେ ଉବୁଡୁବୁ ତାମିଲନାଡୁ

ସପ୍ତାହେ ହେଲାଣି ତାମିଲନାଡ଼ୁରେ କାଚୁଛି ବର୍ଷା। ଫଳରେ ରାଜ୍ୟର ସମସ୍ତ ଅଞ୍ଚଳ ଜଳାର୍ଣ୍ଣବ ହୋଇଛି। ତାମିଲନାଡ଼ୁରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ପୁଣି ବିପଦ ଲେଉଟିଛି। ବର୍ଷା ପ୍ରଭାବରେ ପୁଣି ଉବୁଟୁବୁ ହୋଇଛି ଚେନ୍ନାଇ । ଅବିଶ୍ରାନ୍ତ ବର୍ଷା ଯୋଗୁ ଆଜି ଚେନ୍ନାଇ ସମେତ ତାମିଲନାଡ଼ୁର…