ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା
ଭୁବନେଶ୍ବର() ରଜ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରି ଅଭିନନ୍ଦନ ଜଣାଇଛନ୍ତି। ସେ ଟ୍ବିଟ୍ ଜରିଆରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଟ୍ୱିଟ କରି ସେ ଲଖିଛନ୍ତି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ…